Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୦୨୪ ମାଟ୍ରିକ ପରୀକ୍ଷା ନେଇ ତାରିଖ ଘୋଷଣା

by ସଞ୍ଜୟ ସ୍ୱାଇଁ
July 27, 2023
in Education, State
ଅଫଲାଇନ ମାଟ୍ରିକ ପରୀକ୍ଷାର ଆଡମିଟ କାର୍ଡ ଅନ ଲାଇନରେ ପାଇ ପାରିବେ
272
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ମାଟ୍ରିକ ଛାତ୍ରଛାତ୍ରୀଙ୍କ ପାଇଁ ବଡ ଖବର । ୨୦୨୪ ମାଟ୍ରିକ ପରୀକ୍ଷା ନେଇ ତାରିଖ ଘୋଷଣା ହୋଇଛି । ଫେବ୍ରୁଆରୀ ୨୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ । ମାର୍ଚ୍ଚ ୪ ତାରିଖ ଯାଏଁ ପରୀକ୍ଷା ଚାଲିବ । ଆସନ୍ତା ଅକ୍ଟୋବର ମାସରେ ଫର୍ମପୂରଣ ହେବ । ମାଟ୍ରିକ ସହ ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ହେବ । ସେହିପରି ମାର୍ଚ୍ଚ ୧୨ରୁ ମାଟ୍ରିକ୍ ଖାତାଦେଖା ଆରମ୍ଭ ହେବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!