Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ଧା ହେଲା ହେମନ୍ତ ଦାସ, ୫୦୦ ରୁ ଉର୍ଦ୍ଧ୍ୱ ଚୋରି ଡକାୟତି ମାମଲା

by ସଞ୍ଜୟ ସ୍ୱାଇଁ
July 30, 2023
in Crime, State
ବନ୍ଧା ହେଲା ହେମନ୍ତ ଦାସ, ୫୦୦ ରୁ ଉର୍ଦ୍ଧ୍ୱ ଚୋରି ଡକାୟତି ମାମଲା
174
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପୁଣି ବାଦାମବାଡ଼ି ପୁଲିସ ଦ୍ଵାରା ଗିରଫ ହୋଇଛି କୁଖ୍ୟାତ ଲୁଟେରା ହେମନ୍ତ ଦାସ। ବାଦାମବାଡି ଅଞ୍ଚଳରେ ଥିବା ଏକ ଔଷଧ ଦୋକାନରୁ ଚୋରି କରିବା ଅଭିଯୋଗରେ ପୁଲିସ ତାକୁ ଗିରଫ କରିଛି। ହେମନ୍ତ ନାଁରେ କେବଳ ରାଜ୍ୟରେ ୧୦୦ରୁ ଅଧିକ ମାମଲା ରହିଛି। ସେ ଵିଭିନ୍ନ ରାଜ୍ୟରେ ମଧ୍ୟ ଚୋରି କରିଛି। ତା’ ନାଁରେ ସାରା ଦେଶରେ ୫୦୦ରୁ ଅଧିକ ଚୋରି, ଡକାୟତି ଓ ଲୁଟ ଭଳି ମାମଲା ରହିଛି। ସେ ମୁମ୍ବାଇ, ବେଙ୍ଗାଲୁରୁ, କୋଲକାତା ଓ ଦିଲ୍ଲୀ ଆଦି ସ୍ଥାନରେ ଚୋରି କରିଛି। ହେମନ୍ତର ଘର ଭୁବନେଶ୍ୱରର ଲିଙ୍ଗରାଜ ଥାନା ହାଟସାହି ଅଞ୍ଚଳରେ। ସେ ପୂର୍ବରୁ ମଧ୍ୟ ବାଦାମବାଡ଼ି ପୁଲିସ ଦ୍ୱାରା ଗିରଫ ହୋଇଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!