Sunday, April 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଦଳିଲେ ଜିଲ୍ଲା ପରିଷଦ ମୁଖ୍ୟ ଉର୍ଣ୍ଣୟନ ଅଧିକାରୀ

by ସଞ୍ଜୟ ସ୍ୱାଇଁ
August 2, 2023
in Breaking, Nayagarh
ବଦଳିଲେ ଜିଲ୍ଲା ପରିଷଦ ମୁଖ୍ୟ ଉର୍ଣ୍ଣୟନ ଅଧିକାରୀ
973
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ପରିଷଦର ମୁଖ୍ୟ ଉର୍ଣ୍ଣୟନ ଅଧିକାରୀ ସୁବାଷ ଚନ୍ଦ୍ର ରାୟଙ୍କର ବଦଳି ହୋଇଛି l ଶ୍ରୀଯୁକ୍ତ ରାୟଙ୍କୁ ନୟାଗଡ଼ ଜିଲ୍ଲା ପରିଷଦରୁ କଟକ ଜିଲ୍ଲା ପରିଷଦ ମୁଖ୍ୟ ଉର୍ଣ୍ଣୟନ ବଦଳି କରାଯାଇଛି l ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଓଏଏସ ଅଫିସରଙ୍କୁ ବଦଳି କରାଯାଇଥିବା ବେଳେ ସେଥିରେ ନୟାଗଡ଼ ଜିଲ୍ଲା ପରିଷଦର ମୁଖ୍ୟ ଉର୍ଣ୍ଣୟନ ଅଧିକାରୀ ଶ୍ରୀଯୁକ୍ତ ରାୟଙ୍କୁ କଟକ ଜିଲ୍ଲା ପରିଷଦର ମୁଖ୍ୟ ଉର୍ଣ୍ଣୟନ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି l ତାଙ୍କ ସ୍ଥାନରେ ନୟାଗଡ଼ ଜିଲ୍ଲା ପରିଷଦର ମୁଖ୍ୟ ଉର୍ଣ୍ଣୟନ ଅଧିକାରୀ ଭାବେ ନିଯୁକ୍ତ କରାଯାଇ ନଥିବା ଜଣାପଡିଛି l

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026
ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!