Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନକଲି ଇଞ୍ଜିନ୍ ଅଏଲ୍ କାରଖାନା ଠାବ

by ସଞ୍ଜୟ ସ୍ୱାଇଁ
August 4, 2023
in Crime, State
ନକଲି ଇଞ୍ଜିନ୍ ଅଏଲ୍ କାରଖାନା ଠାବ
161
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ବ୍ରହ୍ମପୁର ବଡ଼ ବଜାର ଥାନା ଅନ୍ତର୍ଗତ ସୁକୁଣ୍ଡାରେ ପୁଲିସ ଏକ ନକଲି ଇଞ୍ଜିନ ଅଏଲ କାରଖାନା ଠାବ କରିଥିବା ବେଳେ ୩ ଜଣଙ୍କୁ ଗିରଫ କରିଛି। ବ୍ରହ୍ମପୁର ଓ ଏହାର ଆଖପାଖ ଅଞ୍ଚଳରେ ବିଭିନ୍ନ ନାମୀଦାମୀ ବ୍ରାଣ୍ଡର ନକଲି ଇଞ୍ଜିନ ଅଏଲ ବିକ୍ରି ହେଉଥିବା ନେଇ ଏକ କମ୍ପାନୀ ପକ୍ଷରୁ ଗୋଳନ୍ଥରା ଥାନାରେ ଅଭିଯୋଗ କରାଯାଇଥିଲା। ଅଭିଯୋଗ ପାଇବା ପରେ ଗୋଳନ୍ଥରା ଥାନା ପୁଲିସ ପକ୍ଷରୁ ଏକ ଘରେ ଚଢ଼ାଉ କରାଯାଇଥିଲା। ସେଠାରୁ ଦୁଇ ଜଣ ବ୍ୟକ୍ତିଙ୍କଠାରୁ ନକଲି ଇଞ୍ଜିନ ଅଏଲ ଜବତ କରିଥିଲା ପୁଲିସ୍। ସେହି ଦୁଇ ବ୍ୟକ୍ତି ବ୍ରହ୍ମପୁର ବଡ଼ ବଜାର ଥାନା ଅନ୍ତର୍ଗତ ସୁକୁଣ୍ଡାରେ ଥିବା ନକଲି ଇଞ୍ଜିନ ଅଏଲ କାରଖାନାର ଠିକଣା ଦେଇଥିଲେ। ଏହା ପରେ ଗୋଳନ୍ଥରା ଓ ବଡ଼ବଜାର ଥାନା ପୁଲିସ ମିଳିତ ଭାବେ ସୁକୁଣ୍ଡା ସ୍ଥିତ ଉକ୍ତ କାରଖାନାରେ ଚଢ଼ାଉ କରିଥିଲେ। ଚଢ଼ାଉ ବେଳେ ସେଠାରୁ ୨୦୦ ଲିଟର ନକଲି ଇଞ୍ଜିନ ଅଏଲ, ୧ ହଜାରରୁ ଅଧିକ ଖାଲି ଇଞ୍ଜିନ ଅଏଲ ଡବା, ବିଭିନ୍ନ ନାମୀଦାମୀ ବ୍ରାଣ୍ଡର ଷ୍ଟିକର, କଲର ଓ କେମିକାଲ ଜବତ କରିଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!