Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶୁଭଲକ୍ଷ୍ମୀ ମୃତ୍ୟୁ ରହସ୍ୟରୁ ହଟିଲା ପର୍ଦ୍ଦା

by ସଞ୍ଜୟ ସ୍ୱାଇଁ
August 11, 2023
in Crime, State
ଶୁଭଲକ୍ଷ୍ମୀ ମୃତ୍ୟୁ ରହସ୍ୟରୁ ହଟିଲା ପର୍ଦ୍ଦା
413
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଶୁଭଲକ୍ଷ୍ମୀ ମୃତ୍ୟୁ ରହସ୍ୟରୁ ହଟିଲା ପର୍ଦ୍ଦା । ସେ ଆତ୍ମହତ୍ୟା କରିଥିବା ସ୍ପଷ୍ଟ କରିଛନ୍ତି ଡିସିପି ପ୍ରତୀକ ସିଂହ । ଶବ ବ୍ୟବଚ୍ଛେଦ ରିପୋର୍ଟ ଅନୁସାରେ ସେ ଆତ୍ମହତ୍ୟା କରିଛନ୍ତି । ଡିସିପି କହିଛନ୍ତି ସବୁ ସ୍ତରରୁ ତଦନ୍ତ କରାଯାଉଛି । ଆତ୍ମହତ୍ୟା ପଛର କଣ କାରଣ ? କିଏ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇ ଥିଲା କି ? ଏ ସମସ୍ତ ଦିଗରେ ତଦନ୍ତ ହେଉଛି । କିଛି ଲୋକଙ୍କୁ ପଚରାଉଚରା କରାଯାଇଛି । ଆଉ କିଛି ଲୋକଙ୍କୁ ପଚରା ଉଚରା କରାଯିବ । ସିଡ଼ିଆର ଯାଞ୍ଚ ଚାଲିଛି । ଶୁଭଲକ୍ଷ୍ମୀଙ୍କ ତଥାକଥିତ ଅଙ୍କଲଙ୍କର ପୂର୍ବ କ୍ରାଇମ୍ ହିଷ୍ଟ୍ରି ଯାଞ୍ଚ କରାଯାଉଛି । ଏହାସହ ଦିପାଲି ହୋଟେଲର ସିସିଟିଭି ଯାଞ୍ଚ କରାଯାଇଛି । ଶୁଭ ଲକ୍ଷ୍ମୀ ଯିବା ଆସିବା ସମୟରେ ସିସିଟିଭି, କେତେବେଳେ ଆସିଥିଲେ ଓ କେତେବେଳେ ଯାଇଥିଲେ ସବୁ ଦିଗକୁ ନେଇ ତଦନ୍ତ ଜାରି ରହିଛି । ଉୟକ୍ସ ରିପୋର୍ଟ ରୁ ସେମିତି କିଛି ତଥ୍ୟ ମିଳିନାହିଁ । ତେବେ ପରିବାର ସହ ବନ୍ଧୁ, ବାର୍‌ର କର୍ମଚାରୀ ଙ୍କୁ ପଚରା ଉଚରା ଚାଲିଛି । ଡିସିପି ଆହୁରି କହିଛନ୍ତି ସୋସିଆଲ ମିଡ଼ିଆରେ କାହା କାହା ସହ କଥା ହୋଇଥିଲେ ଶୁଭଲକ୍ଷ୍ମୀ ସେ ସବୁର ତଦନ୍ତ କରାଯାଉଛି । ଭାଇରଲ ଭିଡିଓକୁ ତଦନ୍ତ ପରିସର କରାଯାଉଅଛି । ଭାଇରାଲ ଭିଡିଓ କାହାର କିଏ ଭାଇରାଲ କରୁଛି ତାର ମଧ୍ୟ ତଦନ୍ତ ହେବ । ଆତ୍ମହତ୍ୟା ସହ କଣ ସଂପର୍କ ଅଛି ସେ ସବୁର ତଦନ୍ତ କରାଯାଉଛି । ପୁରୁଷ ବନ୍ଧୁ ଅନିଲ ଭୋଳକୁ ତଦନ୍ତ ପରିସର ଭୁକ୍ତ କରଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!