Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାବାଳିକା ବଳାତ୍କାର ମାମଲା, ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ

by ସଞ୍ଜୟ ସ୍ୱାଇଁ
August 17, 2023
in Crime, Nayagarh, State
ଗ୍ରାହକଙ୍କୁ ଠକିବା ଓ ମାନସିକ ନିର୍ୟାତନା ଦେବା ମହଙ୍ଗା ପଡ଼ିଛି ରାଜଧାନୀର ଏକ କାର୍‌ ସୋ ରୁମ୍‌କୁ
313
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ପକ୍‌ସୋ ଅଦାଲତ ବିଚାରପତି ନିରଞ୍ଜନ ପଣ୍ଡା ଆଜି ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି । ଅଭିଯୁକ୍ତ ଜଣଙ୍କ ଚାନ୍ଦପୁର ଥାନା ଅଞ୍ଚଳର ପ୍ରଶାନ୍ତ ପଲେଇ । ତାଙ୍କୁ ୧୫ ହଜାର ଟଙ୍କା ଜରିମାନା ଆଦେଶ ରହିଥିବା ବେଳେ, ଅନାଦେୟ ଦୋଷୀକୁ ଅଧିକ ୬ ମାସ ଜେଲ ଦଣ୍ଡାଦେଶ ଭୋଗିବାକୁ ପଡ଼ିବ ବୋଲି ରାୟ ଦେଇଛନ୍ତି । ଏହା ସହ ପିଡିତାଙ୍କୁ ୪ ଲକ୍ଷ ଟଙ୍କା ସହାୟତା ରାଶି ଦେବା ପାଇଁ ଡିଏଲଏସକୁ ନିର୍ଦ୍ଦେଶ ଦେଇଛନ୍ତି । ୨୦୨୨ ମସିହା ଜୁନ ୨୭ ତାରିଖ ଦିନ ମୁଦଲା ପ୍ରଶାନ୍ତ ପଲେଇ ପୀଡିତାଙ୍କୁ ରାଇପଡାସ୍ଥିତ ବାତ୍ୟା ଆଶ୍ରୟସ୍ଥଳୀରେ ନେଇ ଜୋର ଜବରଦସ୍ତ ଦୁଷ୍କର୍ମ କରିଥିଲା । ଏହାକୁ ନେଇ ପିଡିତାର ମା’ ଚାନ୍ଦପୁର ଥାନାରେ ଅଭିଯୋଗ କରିଥିଲେ । ପିଲିସ ଏକ ମାମଲା ରୁଜୁ କରି ଅଦାଲତରେ ଚାର୍ଜସିଟ୍ ଦାଖଲ କରିଥିଲା । ସାକ୍ଷୀ, ଡାକ୍ତରୀ ପରୀକ୍ଷା ରିର୍ପୋଟ ଓ ଓକିଲଙ୍କ ଯୁକ୍ତିକୁ ଆଧାର କରି ରାୟ ପ୍ରକାଶ ପାଇଛି । ଉପରୋକ୍ତ ମାମଲାକୁ ସ୍ୱତନ୍ତ୍ର ଆଇନଜୀବି ଦାଶରଥି ସାହୁ ପରିଚଳନା କରୁଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!