Friday, July 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାବାଳିକା ଦୁଷ୍କର୍ମ ଅଭିଯୋଗ

by Anil Panda
June 20, 2020
in Crime, Nayagarh
ପୁଲିସ ଦ୍ୱାରା ନାବାଳିକା ଉଦ୍ଧାର
94
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଓଡ଼ଗାଁ ଥାନା ବାହାଡ଼ାଝୋଲା ଫାଣ୍ଡି ନିକଟ ଏକ ଗାଁର ଜଣେ ନାବାଳିକାକୁ ବଲତ୍କାର ହୋଇଥିବା ନେଇ ଥାନାରେ ଅଭିିଯୋଗ ହୋଇଛି । ପୋଲିସ ୧୪୩/୨୦ରେ ମାମଲା ରୁଜୁ କରି ଡାକ୍ତରୀମାଇନା ପରେ ଆଜି ୧୬୪ରେ ନାନାଳିକାର ବୟାନ ରେକର୍ଡ଼ କରି ବାପାକୁ ହସ୍ତାନ୍ତର କରିଥିଲେ । ଅଭିଯୁକ୍ତ ବେରୁହାଁବାରୀ ଗାଁର ରମେଶ ଜାନୀ(୨୦)କୁ ପୋଲିସ ଗିରଫ କରିବା ପାଇଁ ଉଦ୍ୟମ ଆରମ୍ଭ କରିଛି । ଗତ ୧୪ତାରିଖ ସନ୍ଧ୍ୟାରେ ନାବାଳିକା ତାର ଜଣେ ସାଙ୍ଗ ଘରକୁ ଯାଇଥିବା ବେଳେ ଖବର ପାଇ ରମେଶ ଜାନୀ ରାତି ୯ଟା ବେଳେ ନାବାଳିକା ସେଠାକୁ ଆସି ତାକୁ ଧକାମାରି ତଳେ ପକାଇ ଦେଇଥିଲା । ପରେ ଜଙ୍ଗଲ ପଟକୁ ଭିଡିନେଇ ଯାଉଥିବା ବେଳେ ନାବାଳିକା କୈାଣସିମତେ ଖସି ଆସିଥିଲା । ୧୮ ତାରିଖରେ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!