Friday, November 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ଜଗନ୍ନାଥ ମନ୍ଦିରରେ ନେତ୍ରତ୍ସୋବ ପାଳିତ

by Anil Panda
June 20, 2020
in Lifestyle
ନୟାଗଡ଼ ଜଗନ୍ନାଥ ମନ୍ଦିରରେ ନେତ୍ରତ୍ସୋବ ପାଳିତ
108
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ପୁରୁଣା ସହରରେ ଅବସ୍ଥିତ ଜଗନ୍ନାଥ ମନ୍ଦିରରେ ଆଜି ନେତ୍ରତ୍ସୋବ ପାଳିତ ହୋଇଯାଇଛି । ଆଜି ଭୋର ସମୟରୁ ଠାକରଙ୍କ ନୀତିକାନ୍ତି କରାଯାଇଥିଲା । ସକାଳ ୬ ଘଟିକା ସମୟରେ ନେତ୍ରତ୍ସୋବ କରାଯାଇ ବିଧି ଅନୁସାରେ ପୂଜାପାଠ କରାଯାଇଛି । ମନ୍ଦିରକୁ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଲାଗୁ ରହିଥିବା ବେଳେ ଆଗକୁ ଶ୍ରୀଗୁଣ୍ଡିଚାଠାରୁ ବାହୁଡ଼ା ପର୍ଯ୍ୟନ୍ତ ସବୁ କିଛି ନୀତିକାନ୍ତି ଯଥାରୀତି ମନ୍ଦିର ଭିତରେ ପାଳିତ ହେବ ବୋଲି ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!