Friday, April 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅବକାରୀ ଟିମର ଚଢାଉ, ୩ଗିରଫ

by Anil Panda
June 20, 2020
in Crime
ଅବକାରୀ ଟିମର ଚଢାଉ, ୩ଗିରଫ
36
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): କଟକ କେନ୍ଦ୍ରାଚଂଳ ଅବକାରୀ ଗୁଇନ୍ଦା ଟିମ୍ ଖଣ୍ଡପଡ଼ା ଓ ଫତେଗଡ଼ ଥାନା ଇଲାକାର ବିଭିନ୍ନ ସ୍ଥାନରେ ଅଚାନକ ଚଢ଼ାଉ କରି ଚୋରାରେ ଦେଶୀ ମଦ ବିକ୍ରୀ କରୁଥିବା ଅଭିଯୋଗରେ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାଯାଇଛି । କୋର୍ଟରେ ଜାମିନ ନାମାଞ୍ଜୁର ହେବାରୁ ସେମାନଙ୍କୁ ଖଣ୍ଡପଡ଼ା ସବ୍‌ଜେଲକୁ ପଠାଇ ଦିଆଯାଇଥିବା ଜଣାଯାଇଛି । କେନ୍ଦ୍ରାଚଂଳ ଅବକାରୀ ଗୁଇନ୍ଦା ବିଭାଗ ଆଇଆଇସି ଜଗଦୀଶ ଚନ୍ଦ୍ର ସାମଲଙ୍କ ନେତୃତ୍ୱରେ ଅବକାରୀ କର୍ମଚାରୀମାନେ ଫତେଗଡ଼ ଥାନା ଅଧିନ ପଦ୍ମାବତୀ ଓ କରବର ଗ୍ରାମରେ ଚଢ଼ାଉ କରି ଦେଶୀ ମଦ ବେପାରୀ ବିଚିତ୍ର ବେହେରା ଓ ମହିଳା ମଦ ବେପାରୀ ଗୋଲାପି ଦଳେଇଙ୍କୁ ଗିରଫ କରିବା ସହ ସେମାନଙ୍କ ଘରେ ମହଜୁଦ ଥିବା ଦେଶୀମଦକୁ ଜବତ କରିଥିବା ଜଣାଯାଇଛି । ସେହିପରି ଖଣ୍ଡପଡା ସହରବାସୀଙ୍କ ସୂଚନାକ୍ରମେ ଅବକାରୀ ଟିମ୍ ୮ନଂ ୱାର୍ଡ ଅଧିନ କୁମ୍ଭାରସାହିର କାଉନସିଲର ନିଳେନ୍ଦ୍ରୀ ସାହୁଙ୍କ ବାସଭବନରେ ଅଚାନକ ଚଢ଼ାଉ କରି ୨୦ ଲିଟରରୁ ଉର୍ଦ୍ଧ ଦେଶୀ ମଦ ଜବତ କରିବା ସହ ଜନୈକା ମହିଳା ସୁମିତ୍ରା ସାହୁଙ୍କୁ ଗିରଫ କରିଥିବା ଜଣାଯାଇଛି । ଏ ସଂପର୍କରେ ଅବକାରୀ ବିଭାଗ ପକ୍ଷରୁ ମାମଲା ରୁଜୁ ହୋଇଥିବା ଜଣାଯାଇଛି ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!