Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମିଳିଲା ମହିଳା ଏସ୍‌ଆଇ କାଜଲଙ୍କ ପତ୍ତା

by ସଞ୍ଜୟ ସ୍ୱାଇଁ
August 26, 2023
in Crime, State
ନିଖୋଜ ହୋଇଗଲେକି ସବ୍ ଇନିସପେକ୍ଟର କାଜଲ ?
331
VIEWS
Share on FacebookShare on Twitter

ବଲାଙ୍ଗୀର, (ବାଘୁଆବାର୍ତ୍ତା): ଘରେ ଅଛନ୍ତି ମହିଳା ପୋଲିସ ସବଇନ୍ସପେକ୍ଟର। ନିଜ ପୈତୃକ ଘର କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରେ ସଇଁତଳାରେ ମହିଳା ଝଓ କାଜଲ ବାଗ୍ ଅଛନ୍ତି। ଏନେଇ କାଜଲଙ୍କ ବାପା ମାନଗୋବିନ୍ଦ ବାଗ୍ ବୋଲି ସୂଚନା ଦେଇଛନ୍ତି। ଝିଅ ଭଲ ଓ ସୁସ୍ଥ ଥିବା ମାନଗୋବିନ୍ଦ କହିଛନ୍ତି। ତେବେ ମହିଳା ପୋଲିସ ଏସ୍‌ଆଇ କାଜଲ ବାଗ୍ ବଲାଙ୍ଗିର ସଇଁତଳାରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଗୁରୁବାର ଦିନ ସଇଁତଳାରେ ବିଷ ପିଇ ଏସ୍‌ଆଇ କାଜଲ ବାଗ୍ ଆତ୍ମହତ୍ୟା ଉଦ୍ୟମ କରିଥିବାବେଳେ ହସ୍ପିଟାଲ୍‌ରେ ସେ ଚିକିତ୍ସାଧୀନ ଥିଲେ। ଏହାପରେ ମେଡିକାଲ୍‌ରେ ଚିକିତ୍ସିତ ହେଉଥିବା ବେଳେ ସେ କେଉଁଆଡ଼େ ଉଭାନ ହୋଇଯାଇଥିଲେ ବୋଲି ଚର୍ଚ୍ଚା ହେଉଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!