Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମଦ ମାଫିଆଙ୍କ ଆକ୍ରମଣରେ ଦୁଇ ଏସ୍‌ଆଇ ଆହତ, ୪ ଅଟକ

by ସଞ୍ଜୟ ସ୍ୱାଇଁ
August 28, 2023
in Crime, State
ମଦ ମାଫିଆଙ୍କ ଆକ୍ରମଣରେ ଦୁଇ ଏସ୍‌ଆଇ ଆହତ, ୪ ଅଟକ
40
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ରେଡ୍ ପାଇଁ ଯାଇଥିବା ବେଳେ ପୁଲିସ ଉପରକୁ ଆକ୍ରମଣ କଲେ ମଦ ମାଫିଆ। ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଇଛାପୁରରେ ଥିବା ଏକ ହୋଟେଲରେ। ମଦ ମାଫିଆଙ୍କ ଆକ୍ରମଣରେ ଦୁଇ ପୁଲିସ ଏସ୍‌ଆଇ ଆହତ ହୋଇଛନ୍ତି। ସେମାନେ ହେଲେ ପୁଲିସ ଏସ୍‌ଆଇ ରାମଚନ୍ଦ୍ର ପାତ୍ର ଓ ଏସ୍‌ଆଇ ଜୟଶ୍ରୀ ଦାସ। ଇଛାପୁରରେ ଥିବା ଏକ ହୋଟେଲରେ ଚୋରା ଦେଶୀ ଓ ବିଦେଶୀ ମଦ ବେପାର ଚାଲିଥିବା ସ୍ଥାନୀୟ ଲୋକେ ପୁଲିସ ନିକଟରେ ଅଭିଯୋଗ କରି ଆସୁଥିଲେ। ଗତକାଲି ସେଠାର ମଦ ବିକ୍ରି ହେଉଥିବା ସାବରଙ୍ଗ ଥାନା ପୁଲିସ କୌଣସି ସୂତ୍ରରୁ ଖବର ପାଇଥିଲା। ପରେ ପୁଲିସ ଏସ୍‌ଆଇ ରାମଚନ୍ଦ୍ର, ଜୟଶ୍ରୀଙ୍କ ସମେତ ପୁଲିସ ଟିମ୍ ଘଟଣାସ୍ଥଳରେ ପହଞ୍ଚିଥିଲେ। ପୁଲିସକୁ ଦେଖି ମଦ ମାଫିଆ ମାନେ ଉତ୍ତ୍ୟକ୍ତ ହୋଇ ପଡ଼ିଥିଲେ। ସେମାନଙ୍କ ଉପରେ ଆମ୍ରକଣ କରିଥିଲେ। ମାଫିଆଙ୍କ ଆକ୍ରମଣରେ ଦୁଇ ଏସ୍‌ଆଇ ଆହତ ହୋଇଥିଲେ। ସେମାନଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ ସେମାନେ ସୁସ୍ଥ ଥିବା ଜଣାପଡ଼ିଛି। ଏହି ଘଟଣାରେ ପୁଲିସ ୪ ଜଣ ମଦ ମାଫିଆଙ୍କୁ ଅଟକ ରଖିଛି। ଏହି ଘଟଣାରେ ଆଉ କେଉଁମାନେ ସଂପୃକ୍ତ ଅଛନ୍ତି ପୁଲିସ ସେମାନଙ୍କୁ ଧରିବାକୁ ଖୋଳତାଡ କରୁଛି ଓ ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!