Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୩ ଲାଞ୍ଚୁଆ ଅଫିସରଙ୍କୁ ଦଣ୍ଡିତ କଲେ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ

by ସଞ୍ଜୟ ସ୍ୱାଇଁ
August 29, 2023
in Crime, State
୩ ଲାଞ୍ଚୁଆ ଅଫିସରଙ୍କୁ ଦଣ୍ଡିତ କଲେ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ
189
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ଗୋଟିଏ ଦିନରେ ତିନି ଜଣ ଲାଞ୍ଚୁଆ ସରକାରୀ ଅଫିସରଙ୍କୁ ଦଣ୍ଡିତ କଲେ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦଣ୍ଡିତ କରିଛନ୍ତି । ବ୍ରହ୍ମପୁର ବିଦ୍ୟୁତ ବିଭାଗର ଅବସର ପ୍ରାପ୍ତ ହେଡକ୍ଲର୍କ ଯୁଗଳ କିଶୋର ପରିଡ଼ାଙ୍କୁ ଭିଜିଲାନ୍ସ କୋର୍ଟ ବର୍ଷେ ଜେଲ୍ ଦଣ୍ଡ ସହ ୫ ହଜାର ଟଙ୍କା ଅର୍ଥଦଣ୍ଡାଦେଶ ଦେଇଛନ୍ତି । ଯୁଗଳ କିଶୋର ଜଣେ ଅବସର ପ୍ରାପ୍ତ ଲାଇନମ୍ୟାନଙ୍କ ପ୍ରୋଭିଡେଣ୍ଟ ଫଣ୍ଡ କାଗଜପତ୍ର କରାଇ ଦେବା ବାବଦରେ ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ । ସେହିପରି ସୁନ୍ଦରଗଡ଼ କୁତ୍ରା ବ୍ଲକର ପୂର୍ବତନ ହେଡକ୍ଲର୍କ ଦ୍ରୁପଦ ସାହସିଆଙ୍କୁ ଲାଞ୍ଚ ନେବା ଅଭିଯୋଗରେ ୭ ମାସ ଜେଲ୍ ଦଣ୍ଡାଦେଶ ଦେଇଛନ୍ତି । ଆହୁରି ମଧ୍ୟ ଇଲେକଟ୍ରି ବିଲ୍ ଠିକ୍ କରିବା ବାବଦରେ ଲାଞ୍ଚ ନେଇ ଧରାପଡ଼ିଥିବା ଅନୁଗୁଳ ବଇଣ୍ଡା ସେକସନର ପୂର୍ବତନ ଜୁନିୟର ମ୍ୟାନେଜର ସରୋଜ କୁମାର ଦାସଙ୍କୁ ଭିଜିଲାନ୍ସ କୋର୍ଟ ୩ ବର୍ଷ ଜେଲଦଣ୍ଡାଦେଶ ସହିତ ୫ ହଜାର ଟଙ୍କା ଅର୍ଥଦଣ୍ଡ ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!