Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିହାର ଅଞ୍ଚଳରୁ ୩ ସାଇବର ଠକ ଗିରଫ

by ସଞ୍ଜୟ ସ୍ୱାଇଁ
August 29, 2023
in Crime, State
ବିହାର ଅଞ୍ଚଳରୁ ୩ ସାଇବର ଠକ ଗିରଫ
64
VIEWS
Share on FacebookShare on Twitter

କୋରାପୁଟ, (ବାଘୁଆବାର୍ତ୍ତା): ସାଇବର ଠକେଇର ଖୁଲାସା କଲା କୋରାପୁଟ ପୋଲିସ । ତିନି ସାଇବର ଠକକୁ ବିହାରର ଚକପାଇ ଅଞ୍ଚଳରୁ ଗିରଫ କରିଛି । ଏହାସହ ଦେଢ଼ ଲକ୍ଷ ଟଙ୍କା ନଗଦ, ୧୪ଟି ମୋବାଇଲ, ଗୋଟିଏ ଲାପଟପ୍ ସହ ୪ଟି ପାସବୁକ୍ ଜବତ କରିଛି ପୋଲିସ । ଏ ନେଇ ଏକ ସାମ୍ବାଦିକ ସମ୍ମିଳନୀରେ କୋରାପୁଟ ଏସଡିପିଓ ସୂଚନା ଦେଇଛନ୍ତି । ଗିରଫ ତିନି ଅଭିଯୁକ୍ତ ବିହାର ଅଞ୍ଚଳର ହୋଇଥିବା ବେଳେ ସେମାନେ ନିୟମିତ ସାଇବର ଠକେଇ କରୁଥିବା ପୋଲିସ ସୂଚନା ଦେଇଛି । କୋରାପୁଟର ଜଣଙ୍କ ଠାରୁ ୪ ଲକ୍ଷ ଟଙ୍କା ଠକେଇ ହୋଇଥିବା କୋରାପୁଟ ସାଇବର ଥାନାରେ ମାମଲା ରୁଜୁ ହୋଇଥିଲା । ପୋଲିସ ବିଭିନ୍ନ ଦିଗରୁ ତଦନ୍ତ କରିବା ସହ ମୋବାଇଲ ନମ୍ବରକୁ ଟ୍ରାକେ କରାଯାଇଥିଲା । ୧୫ ଦିନ ପରେ ବିହାର ଅଞ୍ଚଳରୁ ମୋବାଇଲର ଲୋକେସନ ମିଳିବାରୁ କୋରାପୁଟରୁ ଏକ ସ୍ଵତନ୍ତ୍ର ପୋଲିସ ଟିମ୍ ବିହାର ପୋଲିସ ସହାୟତାରେ ତିନି ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ତେବେ ସାଇବର ଠକାମୀର ଶିକାର ହୋଇଥିବା ବ୍ୟକ୍ତି ଜଣଙ୍କ ନାଁ ପୋଲିସ କହିନଥିଲେ ମଧ୍ୟ କୋରାପୁଟ ସହରର ଏକ ପରିଚିତ ଜନ ପ୍ରତିନିଧି ହୋଇଥିବା ସାଧାରଣରେ ଚର୍ଚ୍ଚା ହେଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!