Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏସଟିଏଫ ଜାଲରେ ଜାଲ ନୋଟ୍ ରାକେଟ୍, ୩ ଗିରଫ, ୪୦ ଲକ୍ଷ ଜବତ

by ସଞ୍ଜୟ ସ୍ୱାଇଁ
September 2, 2023
in Crime, State
ଏସଟିଏଫ ଜାଲରେ ଜାଲ ନୋଟ୍ ରାକେଟ୍, ୩ ଗିରଫ, ୪୦ ଲକ୍ଷ ଜବତ
77
VIEWS
Share on FacebookShare on Twitter

ସୋନପୁର, (ବାଘୁଆବାର୍ତ୍ତା): ଏସଟିଏଫ ଜାଲରେ ଜାଲ ନୋଟ୍ ରାକେଟ୍ । ସୋନପୁରରୁ ୪୦ ଲକ୍ଷ ଟଙ୍କାର ଜାଲ ନୋଟ୍ ଜବତ କରିଛି ଏସଟିଏଫ । ଜାଲ ନୋଟ୍ ପ୍ରସ୍ତୁତ ସରଞ୍ଜାମ ସହ ୩ଜଣଙ୍କୁ ଗିରଫ କରିଛି ଏସଟିଏଫ । ରାଜ୍ୟ ବାହାରକୁ ଏହି ରାକେଟର ଚେର ଲମ୍ବିଥିବା ଅନୁମାନ କରାଯାଉଛି । ଯାହାକୁ ନେଇ ଏସଟିଏଫ ଅଧିକ ଖୋଳତାଡ଼ କରୁଛି । ଗିରଫ ବ୍ୟକ୍ତିକୁ ପଚରାଉଚରା କରି ଏସଟିଏଫ ଅଧିକ ତଥ୍ୟ ଆଦାୟ କରିପାରେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!