Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମଦ ଦୋକାନ ଚୋରୀ, ଗତକାଲିଠାରୁ ଥାନାରେ ଦୁଇ ଅଟକ

by Anil Panda
June 23, 2020
in Breaking, Nayagarh
ମଦ ଦୋକାନରୁ ଚୋରୀ ଅଭିଯୋଗ
67
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ସହର ମଧ୍ୟରେ ଥିବା ମଦ ଦୋକାନରୁ ପାଂଚ ଲକ୍ଷ ଟଙ୍କା ଚୋରୀ ହୋଇଥିବା ନେଇ ଅଭିଯୋଗ ହୋଇଥିଲା । ପୁଲିସ ଏହି ଘଟଣାର ଛାନଭିନ୍ କରି ଦୁଇ ଜଣଙ୍କୁ ଥାନାରେ ଅଟକ ରଖିଛି । ସୂଚନାନୁସାରେ, ସହର ମଧ୍ୟରେ ଥିବା ଶକ୍ତି ପ୍ରସାଦ ମିଶ୍ରଙ୍କ ମଦ ଦୋକାନରୁ ସିଲିଂ କଣା କରି ଚୋରୀ ହୋଇଥିବା ଅଭିଯୋଗ ହୋଇଥିଲା । ଦୋକାନର ସିସିଟିଭି ବନ୍ଦ ଥିବା ତଦନ୍ତ ବେଳେ ଦେଖା ଯାଇଥିଲା । ଯାହାକୁ ନେଇ ପୁଲିସ ସନ୍ଦେହରେ ପଡ଼ିଥିବା ବେଳେ ଗତକାଲିଠାରୁ ପୁଲିସ ଦୁଇଜଣଙ୍କୁ ଥାନାରେ ଅଟକ ରଖିବା ଘଟଣାକୁ ଆହୁରି ସନ୍ଦେହ ଭିତରକୁ ଟାଣି ନେଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!