Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ଜିଆରଏସ

by ସଞ୍ଜୟ ସ୍ୱାଇଁ
September 8, 2023
in Crime, State
ଭିଜିଲାନ୍ସ ଜାଲରେ ଜିଆରଏସ
283
VIEWS
Share on FacebookShare on Twitter

ନୂଆପଡା, (ବାଘୁଆବାର୍ତ୍ତା): ଲାଞ୍ଚ ନେବା ବେଳେ ଧରାପଡିଲେ ପଞ୍ଚାୟତ ଜିଆରଏସ । ନୂଆପଡା ଜିଲ୍ଲା ଖଡିଆଳ ବ୍ଲକ୍ ସୁନାରୀ ସିକୁଆଁ ପଞ୍ଚାୟତର ଜିଆରଏସ ଲାଞ୍ଚ ନେଇ ଧରାପଡିଛନ୍ତି । ଟଙ୍କା ନେଉଥିବା ସମୟରେ ତାଙ୍କ ସହ ଅନ୍ୟ ଜଣେ ସହଯୋଗୀଙ୍କୁ କୋରାପୁଟ ଭିଜିଲାନ୍ସ ଟିମ୍ ଗିରଫ କରିଛି । ଲାଞ୍ଚ ନେଇ ଧରାପଡିଲେ ପଞ୍ଚାୟତ ଜିଆରଏସ ଓ ଅନ୍ୟ ଜଣେ ସହଯୋଗୀ । ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ପଞ୍ଚାୟତ ଜିଆରଏସ ଓ ଅନ୍ୟ ଜଣେ ସହଯୋଗୀ । ନୂଆପଡା ଜିଲ୍ଲା ଖଡିଆଳ ବ୍ଲକ୍ ସୁନାରୀ ସିକୁଆଁ ପଞ୍ଚାୟତର ଜିଆରଏସ ପ୍ରାଣବନ୍ଧୁ ଦଣ୍ଡସେନା ଓ ଅନ୍ୟ ଜଣେ ସହଯୋଗୀ କଳାକାନ୍ତ ପ୍ରଧାନ । ମନରେଗା କାମର ମାଷ୍ଟର ରୋଲ୍ ତିଆରି କରିବା ସହ ଟଙ୍କା ଦେବା ପାଇଁ ୧୦ ହଜାର ଟଙ୍କା ଦାବି କରିଥିଲେ । ଯେଉଁଥି ପାଇଁ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ ପଞ୍ଚାୟତର ନାଏବ ସରପଞ୍ଚଙ୍କ ସ୍ବାମୀ । ଯୋଜନା ବଦ୍ଧ ଭାବେ ଟଙ୍କା ନେଉଥିବା ସମୟରେ କୋରାପୁଟ ଭିଜିଲାନ୍ସ ଟିମ୍ ହାତରେ ଧରାପଡିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!