Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୌରୀନ ଭଟ୍ଟଙ୍କ ବିରୁଦ୍ଧରେ ଲୁକ୍ ଆଉଟ ସର୍କୁଲାର ଜାରି

by ସଞ୍ଜୟ ସ୍ୱାଇଁ
September 11, 2023
in Crime, State
ସୌରୀନ ଭଟ୍ଟଙ୍କ ବିରୁଦ୍ଧରେ ଲୁକ୍ ଆଉଟ ସର୍କୁଲାର ଜାରି
72
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): କଣ୍ଠ ଶିଳ୍ପୀ ସୌରୀନ ଭଟ୍ଟଙ୍କ ବିରୁଦ୍ଧରେ ଲୁକ୍ ଆଉଟ ସର୍କୁଲାର । ଲୁକ୍ ଆଉଟ ସର୍କୁଲାର ଜାରି କଲା କଟକ କମିଶନରେଟ ପୋଲିସ । ସୌରୀନଙ୍କୁ ପାଉନି ପୋଲିସ। କୋଲକତା ପୋଲିସ ସହାୟତାରେ ରେଡ୍ କରିଥିଲା କଟକ କମିଶନରେଟ ପୋଲିସ। ଏନେଇ କଟକରୁ କୋଲକାତା ଯାଇଥିଲେ ୪ଜଣିଆ ପୋଲିସ ଟିମ୍ । ସୌରୀନଙ୍କ ଘର ସମେତ ତିନୋଟି ସ୍ଥାନରେ ରେଡ଼ କରିଥିଲା ପୋଲିସ। ତେବେ କୋଲକାତାରୁ ଖାଲି ହାତରେ ଫେରିଛି ପୋଲିସ ଟିମ। କଟକ ମହିଳା ଥାନାରେ ଜଣେ ଯୁବତୀଙ୍କ ଏତଲା ଆଧାରରେ ସୌରୀନଙ୍କ ବିରୁଦ୍ଧରେ ରୁଜୁ ହୋଇଛି ମାମଲା। ନିକଟ ଅତୀତରେ ସୌରୀନଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କରିଥିଲେ ଓଡ଼ିଶା ହାଇକୋର୍ଟ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!