Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବୃଦ୍ଧି ପାଇଲା +୩ ନାମଲେଖା ସମୟସୀମା

by ସଞ୍ଜୟ ସ୍ୱାଇଁ
September 12, 2023
in Education, State
ବୃଦ୍ଧି ପାଇଲା +୩ ନାମଲେଖା ସମୟସୀମା
73
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ ଯୁକ୍ତ ତିନି ଦ୍ୱିତୀୟ ପର୍ଯ୍ୟାୟ ନାମଲେଖାପାଇଁ ଆବେଦନ ସମୟସୀମା ବୃଦ୍ଧି କରାଯାଇଛି । ପୂର୍ବରୁ ଆବେଦନର ଶେଷ ତାରିଖ ଚଳିତ ମାସ ୧୩ ଥିବାବେଳେ ଏବେ ଏହାକୁ ୧୬ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ସେହିପରି ଚଳିତ ମାସ ୨୬ରେ ପ୍ରଥମ ମେଧାତାଲିକା ପ୍ରକାଶ ପାଇବା ସହ ଅକ୍ଟୋବର ୬ରେ ସ୍ପଟ୍‍ ଆଡ୍ମିିଶନ୍‍ ପାଇଁ ମେଧାତାଲିକା ପ୍ରକାଶ ପାଇବ । ତେବେ ଦ୍ୱିତୀୟ ପର‌୍ୟ୍ୟାୟ ଆବେଦନ କାଳରେ, ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇଥିବା ଛାତ୍ରଛାତ୍ରୀମାନେ ପୁନଃ ଆବେଦନ କରିପାରିବେ । ଦ୍ୱିତୀୟ ପର୍ଯ୍ୟାୟ ସ୍ନାତକୋତ୍ତର ନାମଲେଖାପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିଲାଗି ଅନ୍ଲା୍ଇନ୍‍ ମାଧ୍ୟମରେ ଚଳିତ ମାସ ୧୩ରୁ ୨୨ ତାରିଖ ମଧ୍ୟରେ ଆବେଦନ କରିପାରିବେ । ଏହି ପର‌୍ୟ୍ୟାୟରେ ଚଳିତ ମାସ ୨୮ରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ ବୋଲି ଜଣାପଡ଼ିଛି । ଅନ୍ୟପକ୍ଷରେ ଯୁକ୍ତ ଦୁଇ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଲାଗି ଚଳିତ ମାସ ୧୫ରେ ସ୍ପଟ୍‍ ନାମଲେଖା ତାଲିକା ପ୍ରକାଶ ପାଇବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!