Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ୬୧୮୦, ନୂଆ ୨୧୦

by Anil Panda
June 26, 2020
in Breaking
corona
17
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା ବ୍ୟୁରୋ): ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ଭୟାବହ ଭାବେ ବଢ଼ି ଚାଲିଛି । ରାଜ୍ୟରେ ନୂଆ ୨୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧୮୦ ରେ ପଂହଚିଛି । ସେଥିମଧ୍ୟରେ ୧୯୮ ଜଣ ସଂଗରୋଧ କେନ୍ଦ୍ରରେ ରହିଥିବା ବେଳେ ୩୬୨୦ ଟି ବାହ୍ୟ ପଜେଟିଭ ବୋଲି ସୂଚନା ମିଳିଛି । ସେଥିମଧ୍ୟରେ ଖୋର୍ଦ୍ଧା ୧୭, କେନ୍ଦୁଝର ୨, ନବରଂଗପୁର ୧, ଗଂଜାମ ୪୯, କଟକ ୫, ଅନୁଗୁଳ ୧, ଜଗତସିଂହପୁର ୨୯, ଭଦ୍ରକ ୨୫, କନ୍ଧମାଳ ୧, ନୂଆପଡ଼ା ୨, ଝାରସୁଗୁଡ଼ା ୪, ପୁରୀ ୧୦, ବୈାଦ୍ଧ ୧, ଯାଜପୁର ୧, ଗଜପତି ୨୭, ସୁନ୍ଦରଗଡ଼ ୧୧, କେନ୍ଦ୍ରାପଡ଼ା ୬, ସମ୍ବଲପୁର ୨, ମୟୁରଭଂଜ ଜିଲ୍ଲାରୁ ୯, ବାଲେଶ୍ୱର ୭ ଏନ୍‌ଡିଆର୍‌ଏଫରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୮୬୫ ଟି ମାମଲା ସକ୍ରିୟ ରହିଥିବା ୪୨୯୧ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି ।

Leave a Reply Cancel reply

Your email address will not be published. Required fields are marked *

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!