Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଳାଭୂମିର ବିକ୍ରୟ କେନ୍ଦ୍ର ଖୋଲିଲା

by Anil Panda
June 26, 2020
in Breaking
କଳାଭୂମିର ବିକ୍ରୟ କେନ୍ଦ୍ର ଖୋଲିଲା
10
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା) : ଭୁବନେଶ୍ୱରର ପୋଖରୀପୁଟସ୍ଥିତ ଶିଳ୍ପୀଗ୍ରାମଠାରେ ‘କଳାଭୂମି’-ଓଡ଼ିଶା ହସ୍ତଶିଳ୍ପ ସଂଗ୍ରହାଳୟର ବିକ୍ରୟ କେନ୍ଦ୍ର ରହିଛି । ସରକାରଙ୍କ ସମସ୍ତ ନିୟମକୁ ଧ୍ୟାନରେ ରଖି ସାମାଜିକ ଦୂରତ୍ୱ ସହ ଅନ୍ୟାନ୍ୟ ସୁରକ୍ଷା କଟକଣାକୁ ବଜାୟ ରଖି କଳାଭୂମିର ବିକ୍ରୟ କେନ୍ଦ୍ର ଖୋଲାଯାଇଛି । ଏଠାରେ ଓଡ଼ିଶାର ସୁନାମଧନ୍ୟ କାରିଗରଙ୍କର କାରିଗରୀ ଯଥା ହସ୍ତଶିଳ୍ପ ଓ ହସ୍ତତନ୍ତର ବିଭିନ୍ନ ସାମଗ୍ରୀ ଗ୍ରାହକଙ୍କ ନିମନ୍ତେ ଉପଲବ୍ଧ ରହିଛି । ଏହି ଲକ୍‌ ଡାଉନ୍‌ ସମୟରେ କାରିଗରଙ୍କୁ ଉତ୍ସାହିତ ଓ ପ୍ରୋତ୍ସାହିତ କରିବା ପାଇଁ କଳାଭୂମି ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି । ଏହା ଦିବା ୧୦ ଘଟିକାଠାରୁ ଅପରାହ@ ୫.୩୦ ଘଟିକା ପର୍ଯ୍ୟନ୍ତ ଖୋଲା ରହୁଛି । ଆଗ୍ରହୀ ଗ୍ରାହକ କଳାଭୂମି ବିକ୍ରୟ କେନ୍ଦ୍ରରୁ ଆବଶ୍ୟକୀୟ ସାମଗ୍ରୀ କ୍ରୟ କରିପାରିବେ ।

Leave a Reply Cancel reply

Your email address will not be published. Required fields are marked *

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!