Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନିଜ ଦଳ କଥା ବୁଝନ୍ତୁ ନରସିଂହ : ରଣେନ୍ଦ୍ର

by ସଞ୍ଜୟ ସ୍ୱାଇଁ
September 13, 2023
in Politics, State
ନିଜ ଦଳ କଥା ବୁଝନ୍ତୁ ନରସିଂହ : ରଣେନ୍ଦ୍ର
71
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ନିଜ ଦଳ କଥା ବୁଝନ୍ତୁ କଂଗ୍ରେସ ବିଧାୟକ ନରସିଂହ ମିଶ୍ର । ବିଜେଡିର ଶୃଙ୍ଖଳା ପ୍ରସଙ୍ଗରେ ନରସିଂହ ମୁଣ୍ଡ ପୂରାଇବା ଦରକାର ନାହିଁ ବୋଲି କହିଛନ୍ତି କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡିର ସର୍ବୋଚ୍ଚ ନେତା । ନବୀନଙ୍କ ନିଷ୍ପତ୍ତି ଦଳର ସବୁ ନେତା ଓ କର୍ମୀଙ୍କ ପାଇଁ ଆଦେଶ । ସେଥିରେ କାହାରି କୌଣସି ଆପତ୍ତି ଅଭିଯୋଗ ନାହିଁ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଉପରେ ଯୁକ୍ତିତର୍କ ହେବାର ଆବଶ୍ୟକତା ନାହିଁ । ବିଜେଡି ଆଭ୍ୟନ୍ତରୀଣ କଥାରେ ନରସିଂହ ମିଶ୍ର ମୁଣ୍ଡ ନଖେଲାଇ ନିଜ ଦଳର ଶୃଙ୍ଖଳା କଥା ବୁଝନ୍ତୁ ବୋଲି ରଣେନ୍ଦ୍ର କହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!