Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦେଶରେ ୫ ଲକ୍ଷ ଟପିଲା କରୋନା ଆକ୍ରାନ୍ତ ସଂଖ୍ୟା

by Anil Panda
June 27, 2020
in Health, NATIONAL NEWS
କରୋନା; ଚାବୁକ ଦରକାର
17
VIEWS
Share on FacebookShare on Twitter

ଦିଲ୍ଲୀ, (ବାଘୁଆବାର୍ତ୍ତା) : ସାରା ବିଶ୍ୱରେ କାୟା ମେଲାଇ ଚାଲିଥିବା କରୋନା ଆକ୍ରାନ୍ତ ସଂଖ୍ୟା ଭାରତରେ ଭୟାବହା ଭାବେ ବଢ଼ି ଚାଲିଛି । ଦେଶରେ ଏହା ୫ ଲକ୍ଷ ଅତିକ୍ରମ କରିଥିବା ଜଣାଯାଇଛି । ଆଜି ସୁଦ୍ଧା ଦେଶରେ ୫ ଲକ୍ଷ ୯ ହଜାର ୩୩୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ ଲକ୍ଷ ୯୫ ହଜାର ସୁସ୍ଥ ହୋଇ ସାରିଛନ୍ତି । ଦେଶରେ ୧୫ ହଜାର ୬୮୧ ଜଣଙ୍କ ମୃତ୍ୟୁ ଘଟିଛି । ଗତକାଲି ଦେଶରେ ୩୮୧ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି । ଗତକାଲି ଦେଶରେ ୧୮ ହଜାର ୫୭୧ଟି ନୂଆ ମାମଲା ସାମନାକୁ ଆସିଛି ।

Leave a Reply Cancel reply

Your email address will not be published. Required fields are marked *

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!