Monday, November 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲା଼ରେ ସମନ୍ୱିତ ସ୍ୱାସ୍ଥ୍ୟ ସର୍ଭେକ୍ଷଣ ଅଭିଯାନ ଆରମ୍ଭ

by Anil Panda
June 27, 2020
in Breaking, Feature News
ଜିଲ୍ଲା଼ରେ ସମନ୍ୱିତ ସ୍ୱାସ୍ଥ୍ୟ ସର୍ଭେକ୍ଷଣ ଅଭିଯାନ ଆରମ୍ଭ
29
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ ସ୍ୱାସ୍ଥ୍ୟ ସର୍ଭେକ୍ଷଣ ଟିମ୍ ଜିଲ୍ଲାର ବିଭିନ୍ନ ଅଂଚଳକୁ ଯାଇ ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ସମନ୍ୱିତ ସ୍ୱାସ୍ଥ୍ୟ ସର୍ଭେକ୍ଷଣ ଅଭିଯାନ ଯୋଜନାରେ ସର୍ଭେ ଆରମ୍ଭ କରିଛନ୍ତି । ଏହି କାର୍ଯ୍ୟ କରିବା ପାଇଁ ନୟାଗଡ଼ ଜିଲ୍ଲାପାଳ ଡା. ପୋମା ଟୁଡୁ ଗତ ୨୫ତାରିଖରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଥିଲେ । ଏହି ଟିମ୍ ଆଶାକର୍ମୀ, ସ୍ୱାସ୍ଥ୍ୟକର୍ମୀ, ଅଙ୍ଗନବାଡ଼ି କର୍ମୀ ଏବଂ ଏଏନ୍‌ଏମ୍‌ମାନଙ୍କୁ ନେଇ ଗଠନ କରାଯାଇଛି । ଏହି ଟିମ୍ ଗାଁ ଗାଁ ବୁଲି ମେଲେରିଆ, ଜ୍ୱର, ଝାଡ଼ା, ଥଣ୍ଡା, କାଶ, ଟିବି ଆଦି ରୋଗୀଙ୍କ ସଂପର୍କରେ ସର୍ଭେ କରୁଛନ୍ତି ଏବଂ ଆବଶ୍ୟକ ସ୍ଥଳେ ଜିଙ୍କ୍‌, ଓଆର୍‌ଏସ୍ ପାଉଡର ଠିକ୍ ଭାବେ ଦିଆଯାଉଛି କି ନାହିଁ ତାହା ମଧ୍ୟ ତଦାରଖ କରୁଛନ୍ତି । ଥଣ୍ଡା କାଶ ଦେଖାଦେଲେ ସଙ୍ଗେ ସଙ୍ଗେ ସେମାନଙ୍କ ସ୍ୱାବ୍ ସଂଗ୍ରହ କରି କରୋନା ଟେଷ୍ଟ୍ କେନ୍ଦ୍ରକୁ ପରୀକ୍ଷା ପାଇଁ ପଠାଉଛନ୍ତି । ଏହି ଅଭିଯାନ ଜୁନ ୧୬ତାରିଖରୁ ଆରମ୍ଭ ହୋଇଅଛି ଏବଂ ଏହା ଆସନ୍ତା ଜୁଲାଇ ୩୧ତାରିଖ ପର୍ଯ୍ୟନ୍ତ ଚାଲିବ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply Cancel reply

Your email address will not be published. Required fields are marked *

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!