Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲା ଚେସ ଆସୋସିଏସନର କର୍ମକର୍ତ୍ତା ନିର୍ବାଚନ, ଶ୍ରୀଧର ସଭାପତି, ରିତେଶ ସମ୍ପାଦକ

by ସଞ୍ଜୟ ସ୍ୱାଇଁ
September 15, 2023
in Nayagarh, Sports, State
ଜିଲ୍ଲା ଚେସ ଆସୋସିଏସନର କର୍ମକର୍ତ୍ତା ନିର୍ବାଚନ, ଶ୍ରୀଧର ସଭାପତି, ରିତେଶ ସମ୍ପାଦକ
192
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ରାଜ୍ୟ ଚେସ ଆସୋସିଏସନର ଅନୁମୋଦନ କ୍ରମେ ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନର ନୂତନ କର୍ମକର୍ତ୍ତା ନିର୍ବାଚନ ନୟାଗଡ଼ କେସି କ୍ଲବ ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସର୍ବସମ୍ମତି କ୍ରମେ ସଭାପତି ରୂପେ ଶ୍ରୀଧର କୁମାର ସାହୁ ଏବଂ ସାଧାରଣ ସମ୍ପାଦକ ଭାବେ ରିତେଶ କୁମାର ରଥ ନିର୍ବାଚିତ ହୋଇଛନ୍ତି । ସେହିପରି ଉପସଭାପତି ଭାବେ ଵାଲାରସେନ ପାତ୍ର, ସହ ସମ୍ପାଦକ ଉମାକାନ୍ତ ମିଶ୍ର ଏବଂ କୋଷାଧ୍ୟକ୍ଷ ଭାବେ ତାରୁନ ଖାଁ ନିର୍ବାଚିତ ହୋଇଛନ୍ତି। କାର୍ଯ୍ୟକାରୀ କମିଟିକୁ ଚିତ୍ତରଞ୍ଜନ ତ୍ରିପାଠୀ, ସ୍ବଦେଶ ରଥ,ଲକ୍ଷ୍ମୀଧର ସାହୁ, ଅଜିତ ମିଶ୍ର, ଧୀରେନ୍ଦ୍ର ପଟ୍ଟନାୟକ, ଜଗବନ୍ଧୁ ଷଡ଼ଙ୍ଗୀ ପ୍ରମୁଖ ନିର୍ବାଚିତ ହୋଇଛନ୍ତି।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!