Monday, September 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲାର ୩ ଡାକ୍ତରଖାନାକୁ ଟ୍ରମା କେୟାର ଘୋଷଣା

by ସଞ୍ଜୟ ସ୍ୱାଇଁ
September 15, 2023
in Health, Nayagarh, State
ଜିଲ୍ଲାର ୩ ଡାକ୍ତରଖାନାକୁ ଟ୍ରମା କେୟାର ଘୋଷଣା
577
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ ଦୁର୍ଘଟଣା ଗୁରୁତରଙ୍କ ଚିକିତ୍ସା ପାଇଁ ଜିଲ୍ଲାରେ ସ୍ୱତନ୍ତ୍ର ବ୍ୟବସ୍ଥା ନାହିଁ । ଫଳରେ ଦୁର୍ଘଟଣା ଗ୍ରସ୍ତଙ୍କୁ କଟକ କିମ୍ବା ଭୁବନେଶ୍ୱର ଉପରେ ନିର୍ଭର କରିବାକୁ ପଡ଼ୁଛି । ଯାହାକୁ ନେଇ ରାଜ୍ୟ ସରକାର ଆଜି ରାଜ୍ୟର ୫୫ଟି ଡାକ୍ତରଖାନାରେ ଟ୍ରମା କେୟାର ନିର୍ମାଣ ପାଇଁ ଘୋଷଣା କରିଛନ୍ତି । ଏହି ଅବସରରେ ନୟାଗଡ଼ ଜିଲ୍ଲାରେ ୩ଟି ଟ୍ରମା କେୟାର ନିର୍ମାଣ କରାଯିବାକୁ ରାଜ୍ୟ ସରକାର ଘୋଷଣା କରିଥିବା ସୂଚନା ମିଳିଛି । ଏହା ମଧ୍ୟରେ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥ କଡ଼ରେ ଅବସ୍ଥିତ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଟ୍ରମା କେୟାର ନିର୍ମାଣ ପାଇଁ ବ୍ୟବସ୍ଥା କରାଯିବ ବୋଲି ଜଣାଯାଇଛି । ସେହିଭଳି ଭାବେ ଏନଏଚ ୫ କଡ଼ରେ ଅବସ୍ଥିତ ଚାନ୍ଦପୁର ବସନ୍ତ ମଞ୍ଜରୀ ଡାକ୍ତରଖାନାରେ ଅନ୍ୟ ଏକ ଟ୍ରମା କେୟାର ନିର୍ମାଣ କରାଯିବ ବୋଲି ସୂଚନା ମିଳିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ଏଭଳି ପଦକ୍ଷେପକୁ ବିଭିନ୍ନ ମହଲରୁ ସ୍ୱାଗତ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!