Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବୃଦ୍ଧାଶ୍ରମ ‘ସମର୍ପଣ’ରେ ସ୍ୱାସ୍ଥ୍ୟ ସେବା

by Anil Panda
June 28, 2020
in Feature News, Lifestyle, Nayagarh
ବୃଦ୍ଧାଶ୍ରମ ‘ସମର୍ପଣ’ରେ ସ୍ୱାସ୍ଥ୍ୟ ସେବା
17
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ସହର ନିକଟସ୍ଥ ଲେଖନପୁରଠାରେ ଅବସ୍ଥିତ ବୃଦ୍ଧାଶ୍ରମ ସମର୍ପଣ ପରିସରରେ ସ୍ୱାସ୍ଥ୍ୟ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପରିଚାଳନା କମିଟି କାର୍ଯ୍ୟ ନିର୍ବାହୀ ସଦସ୍ୟ ଶ୍ରୀଧର ସାହୁଙ୍କ  ଏବଂ କାର୍ଯ୍ୟକାରୀ ସଭାପତି ପ୍ରମୋଦ ପଟ୍ଟନାୟକଙ୍କ ତତ୍ୱାବଧାନରେ ଆୟୋଜିତ ଏହି ସ୍ୱାସ୍ଥ୍ୟ ସେବା କାର୍ଯ୍ୟକ୍ରମରେ ଇଟାମାଟି ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର ଡାକ୍ତର ରାଜେଶ କୁମାର ମିଶ୍ର, ଶଙ୍ଖେଇ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର ଡାକ୍ତର ବିଭୂତି ଭୂଷଣ ଦଳେଇ ଯୋଗଦେଇ ଅନ୍ତେବାସୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ । ବିଶ୍ୱକୁ କବଳିତ କରିଥିବା ମହାମାରୀ କରୋନାଠାରୁ କିଭଳି ନିଜକୁ ଦୂରେଇ ହେବ ସେ ସଂମ୍ପର୍କରେ ଡାକ୍ତରମାନେ ପରାମର୍ଶ ଦେଇଥିଲେ । ଏଥିସହିତ ଅନ୍ତବାସୀଙ୍କ ଅନ୍ୟାନ ରୋଗର ନିରାକରଣ ଏବଂ ଔଷଧ ପ୍ରଦାନ କରିଥିଲେ । ଆଶ୍ରମର ପରିଚାଳକ ସୀତାରାମ ପ୍ରଧାନ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

Leave a Reply Cancel reply

Your email address will not be published. Required fields are marked *

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!