Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରେମ ବିବାହ, ପ୍ରେମିକାଙ୍କ ସନ୍ଦେହ ଜନକ ମୃତ, ଯୌତୁକ ନିର୍ଯାତନା ଅଭିଯୋଗ, ସ୍ଵାମୀ ଅଟକ

by ସଞ୍ଜୟ ସ୍ୱାଇଁ
September 19, 2023
in Crime, State
ପ୍ରେମ ବିବାହ, ପ୍ରେମିକାଙ୍କ ସନ୍ଦେହ ଜନକ ମୃତ, ଯୌତୁକ ନିର୍ଯାତନା ଅଭିଯୋଗ, ସ୍ଵାମୀ ଅଟକ
150
VIEWS
Share on FacebookShare on Twitter

ଦଶରଥପୁର, (ବାଘୁଆବାର୍ତ୍ତା): ଦଶରଥପୁର ବ୍ଲକ ମାଙ୍ଗଳପୁର ଥାନା ମଲ୍ଲିକାପୁର ପଞ୍ଚାୟତ ଦାଣ୍ଡିସାହି ଅଞ୍ଚଳରେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ। ସ୍ଥାନୀୟ ପୋଲିସ ନବବଧୂଙ୍କ ସ୍ୱାମୀକୁ ଥାନାରେ ଅଟକ ରଖି ଅଧିକ ପଚରାଉଚରା କରୁଛି। ଦାଣ୍ଡିସାହି ଅଞ୍ଚଳର ଗୌତମ ପଣ୍ଡାଙ୍କ ଝିଅ ରଶ୍ମିତା (୧୯ ବର୍ଷ) ୬ ମାସ ତଳେ ସେହି ଅଞ୍ଚଳର ନାରାୟଣ ପତିଙ୍କ ପୁଅ ମୃତ୍ୟୁଞ୍ଜୟଙ୍କୁ ପ୍ରେମ ବିବାହ କରିଥିଲେ। ବାହାଘର ପରେ ବାପ ଘରୁ ଯୌତୁକ ଟଙ୍କା ପାଇଁ ଉଭୟଙ୍କ ମଧ୍ୟରେ ସମ୍ପର୍କ ବିଗିଡ଼ିବା ଆରମ୍ଭ ହୋଇଥିଲା । ମଙ୍ଗଳବାର ସକାଳେ ରଶ୍ମିତା ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଖବର ପାଇ ବାପଘର ଲୋକେ ମଙ୍ଗଳପୁର ମେଡ଼ିକାଲରେ ପହଁଚିବା ସହିତ ପୁଲିସକୁ ସୂଚନା ଦେଇଥିଲେ। ପୁଲିସ ଘଟଣା ସ୍ଥଳରେ ପହଁଚି ମୃତଦେହ ଜବତ କରି ବ୍ୟବଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇବା ସହିତ ସ୍ୱାମୀ ମୃତ୍ୟୁଞ୍ଜୟକୁ ଥାନରେ ଅଟକ ରଖିଛି। ନବବଧୂଙ୍କୁ ହତ୍ୟା କରାଯାଇ ଆତ୍ମହତ୍ୟାର ରୂପ ଦିଆଯାଉଥିବା ବାପ ଘର ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!