Monday, October 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାମ୍ବାଦିକଙ୍କ ବାଇକ୍ ଲୁଟ୍

by ସଞ୍ଜୟ ସ୍ୱାଇଁ
September 19, 2023
in Breaking, Nayagarh
ସାମ୍ବାଦିକଙ୍କ ବାଇକ୍ ଲୁଟ୍
109
VIEWS
Share on FacebookShare on Twitter

ଦଶପଲ୍ଲା, (ବାଘୁଆବାର୍ତ୍ତା): ଦଶପଲ୍ଲାର ବରିଷ୍ଠ ସାମ୍ବାଦିକ ଡ. ପ୍ରଫୁଲ୍ଲ କୁମାର ଦାଶଙ୍କ ବାଇକ୍ ଟି ଆଜି ଚୋରୀ ହୋଇଯାଇଛି l ଅମଲାପଡା ଠାରେ ବାଇକ୍ ରଖି ଯାଇଥିବା ବେଳେ ଫେରିବା ବେଳକୁ ବାଇକ୍ ନ ଥିବା ଜାଣି ସେ ଆଶ୍ଚର୍ଯ୍ୟ ପ୍ରକଟ କରିଥିଲେ l ବହୁ ଖୋଜା ଖୋଜି ପରେ ମଧ୍ଯ ରାତି ୮ ଟା ସୁଦ୍ଧା ବାଇକ୍ ର ସନ୍ଧାନ ମିଳି ନ ଥିବା ଖବର ମିଳିଛି | ତେବେ ଏଥି ନେଇ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ଜଣାପଡିଛି l

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!