Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନିଜ ସ୍ତ୍ରୀକୁ ହତ୍ୟା କରି ଅଖାରେ ପୂରାଇ ଜଙ୍ଗଲରେ ଫିଙ୍ଗି ଦେଲା ସ୍ୱାମୀ, ପୁଲିସର ତନାଘନା

by ସଞ୍ଜୟ ସ୍ୱାଇଁ
September 20, 2023
in Crime, State
ନିଜ ସ୍ତ୍ରୀକୁ ହତ୍ୟା କରି ଅଖାରେ ପୂରାଇ ଜଙ୍ଗଲରେ ଫିଙ୍ଗି ଦେଲା ସ୍ୱାମୀ, ପୁଲିସର ତନାଘନା
120
VIEWS
Share on FacebookShare on Twitter

ମୟୂରଭଞ୍ଜ, (ବାଘୁଆବାର୍ତ୍ତା): ସଇତାନ ସ୍ୱାମୀ। ନିଜ ସ୍ତ୍ରୀକୁ ହତ୍ୟା କରି ଅଖାରେ ପୂରାଇ ଜଙ୍ଗଲରେ ଫିଙ୍ଗି ଦେଲା। ୩ଦିନ ପରେ ମହିଳାଙ୍କ ମୃତଦେହ ଜଙ୍ଗଲରୁ ଉଦ୍ଧାର କରିଛି ପୁଲିସ। ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅନ୍ତର୍ଗତ ବିଶିପୁର ଗାଁରେ। ମୃତ ମହିଳା ଜଣଙ୍କ ହେଲେ ନିରୁପମା ମହାନ୍ତ। ପୁଲିସ ମଧୁସୂଦନ ମହାନ୍ତଙ୍କୁ ଅଟକ ରଖି ପଚରାଉଚରା କରୁଛି। ଗତ ୩ ଦିନ ହେବ ନିରୁପମା ନିଖୋଜ ଥିଲେ। ଏନେଇ ନିରୁପମାଙ୍କ ବାପଘର ଲୋକେ ଥାନାରେ ଅଭିଯୋଗ କରିଥିଲେ। ପୁଲିସ ଘଟଣା ତଦନ୍ତ କରିବା ସହ ମଧୁସୂଦନଙ୍କୁ ପଚରାଉଚରା କରିଥିଲା। ମଧୁସୂଦନ ନିରୁପମାଙ୍କ ହତ୍ୟା କରି ଜଙ୍ଗଲରେ ଫିଙ୍ଗି ଦେଇଥିବା ମାନିଥିଲେ। ପୁଲିସ ଆଜି ଠାକୁରମୁଣ୍ଡା ରାସ୍ତା ନିକଟ ଜଙ୍ଗଲରୁ ଏକ ଅଖା ଭିତରୁ ନିରୁପମାଙ୍କ ଗଳିତ ମୃତଦେହ ଉଦ୍ଧାର କରିଛି। ଏହାସହ ମଧୁସୂଦନଙ୍କୁ ପଚରାଉଚରା କରୁଛି। କେଉଁ କାରଣ ପାଇଁ ମଧୁସୂଦନ ନିଜ ସ୍ତ୍ରୀକୁ ହତ୍ୟା କରି ଜଙ୍ଗଲରେ ଫିଙ୍ଗିଦେଲେ ତାର କାରଣ ଜଣାପଡ଼ିନାହିଁ। ପାରିବାରିକ କଳହ ନା ଆଉ କିଛି ରହିଛି ତାହା ଜଣାପଡ଼ିନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!