Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଣେଶ ପୂଜା ଭୋଗ ଖାଇ ୪୦ ଅସୁସ୍ଥ, ମେଡିକାଲ ଟିମ୍ ଗାଁରେ କରୁଛନ୍ତି ଚିକିତ୍ସା

by ସଞ୍ଜୟ ସ୍ୱାଇଁ
September 20, 2023
in Health, State
ଗଣେଶ ପୂଜା ଭୋଗ ଖାଇ ୪୦ ଅସୁସ୍ଥ, ମେଡିକାଲ ଟିମ୍ ଗାଁରେ କରୁଛନ୍ତି ଚିକିତ୍ସା
56
VIEWS
Share on FacebookShare on Twitter

ବାଲେଶ୍ୱର, (ବାଘୁଆବାର୍ତ୍ତା): ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ ଅନ୍ତର୍ଗତ ପଣପଣା ପଞ୍ଚାୟତ ସରସତିଆ ଜେନା ସାହିରେ ଗଣେଶ ପୂଜା ଭୋଗ ଖାଇ ୪୦ ଅସୁସ୍ଥ ହୋଇପଡ଼ିଛି। ୨୦ ଜଣ ଗ୍ରାମବାସୀ ବିଭିନ୍ନ ମେଡିକାଲରେ ଚିକିତ୍ସାଧୀନ ଥିବା ବେଳେ ଆଉ ୨୦ ଜଣଙ୍କୁ ମେଡିକାଲ ଟିମ୍ ଗାଁରେ ଚିକିତ୍ସା କରୁଛନ୍ତି। ଗତକାଲି ସରସତିଆ ଜେନା ସାହିରେ ଗଣେଶ ପୂଜା ହୋଇଥିଲା। ଗାଁ ଲୋକେ ଅପରାହ୍ନରେ ସମସ୍ତେ ପଞ୍ଚାମୃତ ଭୋଗ ସେବନ କରିଥିଲେ। ଯେଉଁମାନେ ପ୍ରସାଦ ସେବନ କରିଥିଲେ, ଆଜି ଭୋରରୁ ସେମାନଙ୍କୁ ଝାଡ଼ାବାନ୍ତି ହୋଇଥିଲା। ୨୦ ଜଣଙ୍କୁ ଖନ୍ତାପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ଅନ୍ୟ ୨୦ ଜଣଙ୍କୁ ମେଡିକାଲ ଟିମ୍‌ ଗାଁରେ ଚିକିତ୍ସା କରୁଛନ୍ତି। ସମସ୍ତେ ସୁସ୍ଥ ଥିବା ଜଣାପଡ଼ିଛି। ଫୁଡ୍‌ ପଏଜନ୍‌ ଯୋଗୁ ଏପରି ହୋଇଥିବା ସନ୍ଦେହ କରାଯାଉଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!