Monday, October 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୌମ୍ୟଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

by ସଞ୍ଜୟ ସ୍ୱାଇଁ
September 21, 2023
in Breaking, Nayagarh, Politics
ମାଠିଆ ଭାଙ୍ଗିଛି, ସୈାମ୍ୟ ହେବେ କାହାର
497
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସୌମ୍ୟଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଲେ ସୁପ୍ରିମୋ ନବୀନ ପଟ୍ଟନାୟକ l ପ୍ରଥମେ ଉପ-ସଭାପତି ପଦରୁ ବିଦା କରାଯାଇଥିଲା । ଏବେ ଆଉ ଏକ ବଡ ଆକ୍ସନ ନେଇଛନ୍ତି ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ । ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ଦଳରୁ ବହିଷ୍କାର କରାଯାଇଛି। ଗୁରୁବାର ସୌମ୍ୟଙ୍କୁ ଦଳରୁ ବହିଷ୍କାର କରାଯାଇଛି । ଦଳ ବିରୋଧୀ କାର୍ଯ୍ୟ ଏବଂ ବାରମ୍ବାର ଦଳ ବିରୁଦ୍ଧରେ ଖୋଲାଖୋଲି ଭାବେ ବୟାନବାଜୀ କରିବା ସୌମ୍ୟଙ୍କୁ ପଡିଛି ମହଙ୍ଗା । ଏହା ସହିତ ସୌମ୍ୟଙ୍କ ମାଲିକାନାରେ ଥିବା ଗଣମାଧ୍ୟମ ସଂସ୍ଥା ସମ୍ବାଦ ଗ୍ରୁପ୍‌ରେ ଅର୍ଥନୈତିକ ଅପରାଧ ଶାଖା (EOW) ପକ୍ଷରୁ ଚଢାଇ କରାଯିବା ପରେ ଦଳ ତାଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି l ସୌମ୍ୟ ପଟ୍ଟନାୟକଙ୍କ ବିରୁଦ୍ଧରେ ଏହା ହେଉଛି ୨ୟ ଦଳଗତ କାର୍ଯ୍ୟାନୁଷ୍ଠାନ । ପୂର୍ବରୁ ଗୁରୁତ୍ବପୂର୍ଣ୍ଣ ଉପ-ସଭାପତି ପଦରେ ଥିବା ବେଳେ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ପଦରୁ ହଟାଇଥିଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ । ଏବେ ତାଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପୂର୍ବକ ବିଜେଡିରୁ ବିଦା କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!