Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଇ ବିଜେଡି ନେତା ଦଳରୁ ବହିଷ୍କୃତ

by ସଞ୍ଜୟ ସ୍ୱାଇଁ
September 23, 2023
in Politics, State
ଦୁଇ ବିଜେଡି ନେତା ଦଳରୁ ବହିଷ୍କୃତ
352
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଦଳବିରୋଧୀ କାର‌୍ୟ୍ୟପାଇଁ ମୟୂରଭଞ୍ଜ ଜିଲ୍ଲାର ଦୁଇ ବିଜେଡି ନେତାଙ୍କୁ ଦଳରୁ ବହିଷ୍କାର କରାଜଯାଇଛି । ସେମାନେ ହେଲେ ରାଇରଙ୍ଗପୁର ନିର୍ବାଚନ ମଣ୍ଡଳୀର ସ୍ୱତନ୍ତ୍ର ଉନ୍ନୟନ ପରିଷଦ -ଏସଡିସି ସଦସ୍ୟ ଜଲେନ ନାଏକ ଓ ତିରିଙ୍ଗ ବ୍ଲକ ଅଧ୍ୟକ୍ଷ ପରମେଶ୍ବର ସାମାଡ । ଦଳ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଦୁଇ ନେତାଙ୍କୁ ଦଳରୁ ବହିଷ୍କୃତ କରାଯାଇଛି । ଦୁଇ ନେତାଙ୍କ ବହିଷ୍କାର ନେଇ ଦଳର ସାଧାରଣ ସଂପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!