Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍କର୍ପିଓ କାର୍ ସହ ୧୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ମାଫିଆ ଗିରଫ

by ସଞ୍ଜୟ ସ୍ୱାଇଁ
September 25, 2023
in Crime, State
ସ୍କର୍ପିଓ କାର୍ ସହ ୧୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ମାଫିଆ ଗିରଫ
69
VIEWS
Share on FacebookShare on Twitter

ଲମତାପୁଟ, (ବାଘୁଆବାର୍ତ୍ତା): ଲମତାପୁଟ ପୋଲିସକୁ ପୁଣି ସଫଳତା । ୧୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ ହୋଇଛି । ଏହାସହ ଏକ ସ୍କର୍ପିଓ କାର୍ ଜବତ ସହ ମାଫିଆଙ୍କୁ ଗିରଫ କରିଛି ପୋଲିସ । ଖବର ଅନୁଯାୟୀ, ଝାଡଖଣ୍ଡରୁ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ନେଇ ଖବର ପାଇଥିଲା ଲମତାପୁଟ ପୋଲିସ । ଯାହାପରେ କଲେଜ ଛକ ନିକଟରେ ନାକାବନ୍ଦୀ କରିଥିଲା ପୋଲିସ । ଏକ କଳା ରଙ୍ଗର କାର୍ ମୁଖ୍ୟ ବଜାରରେ ଦ୍ରୁତ ଗତିରେ ଆସୁଥିବା ଦେଖି ପୋଲିସ ଅଟକାଇବାକୁ ଚେଷ୍ଟ କରିଥିଲା ।

କିନ୍ତୁ କାର୍‌ଟି ପୋଲିସ ବ୍ୟାରିକେଡ୍ ଭାଙ୍ଗି ରାସ୍ତା କଡ଼ରେ ଥିବା ଦୁଇ ମୋଟର ସାଇକେଲ ଉପରେ ଚଢାଇ ଚମ୍ପଟ ମାରିବାକୁ ଉଦ୍ୟମ କରିଥିଲେ । ତଥାପି ପୋଲିସ ନିଜ ଜୀବନକୁ ବାଜି ଲଗାଇ ମାଫିଆକୁ କାବୁ କରିବାରେ ସଫଳ ହୋଇଛି । ସେପଟେ ପୋଲିସ ଗାଡିକୁ ଯାଞ୍ଚ କରିବାରୁ ପ୍ରାୟ ଦେଢ କ୍ୱିଣ୍ଟାଲର ଗଞ୍ଜେଇ ମିଳିଥିଲା । ଯାହାର ମୂଲ୍ୟ ପ୍ରାୟ ୧୫ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି । ଏହାସହ ଝାଡଖଣ୍ଡର ଗଞ୍ଜେଇ ମାଫିଆ ମୁରାରୀ ମୋହନ ପାଉଲ ଗିରଫ କରିଛି ପୋଲିସ । ତେବେ ପୋଲିସ ଓ ମାଫିଆଙ୍କ ମଧ୍ୟରେ ଚାଲିଥିବା ଛକା ପଞ୍ଝାର ଖେଳ ଚାଲିଥିବା ଦେଖିବାକୁ ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!