Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନବମ ଶ୍ରେଣୀ ଛାତ୍ରଙ୍କୁ ହତ୍ୟା, ପୁଲିସର ତନାଘନା

by ସଞ୍ଜୟ ସ୍ୱାଇଁ
September 26, 2023
in Crime, State
ନବମ ଶ୍ରେଣୀ ଛାତ୍ରଙ୍କୁ ହତ୍ୟା, ପୁଲିସର ତନାଘନା
106
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ରାଉରକେଲା ସହର ଟାଙ୍ଗରପାଲି ଥାନା ଅନ୍ତର୍ଗତ ହେକେଟ ରୋଡ୍ କଚରା ପୁଲିଆ ନିକଟରୁ ନାବାଳକର ମୃତଦେହ ଉଦ୍ଧାର କରାଯାଇଛି। ମୃତ ଛାତ୍ର ଜଣଙ୍କ ହେଲେ ନାମ ରୁଦ୍ର ପାଢ଼ୀ। ସେ ଏକ ଘରୋଇ ଇଂରାଜୀ ସ୍କୁଲରେ ନବମ ଶ୍ରେଣୀରେ ପାଠ ପଢ଼ୁଥିଲେ। ଆଜି ସକାଳେ ନାବାଳକଙ୍କ ମୃତଦେହ କଚରା ପୁଲିଆ ନିକଟରେ ପଡ଼ିଥିବା ସ୍ଥାନୀୟ ଲୋକ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି। କିଏ ଓ କାହିଁକି ନାବାଳକଙ୍କୁ ହତ୍ୟା କଲା ଜଣାପଡ଼ି ନାହିଁ। ଛାତ୍ରର ମୁଣ୍ଡକୁ ପଥରରେ ଛେଚାଯାଇ ହତ୍ୟା କରାଯାଇଥିବା ପୁଲିସ ପାରିପାର୍ଶ୍ୱିକ ସ୍ଥିତିକୁ ଦେଖି ଅନୁମାନ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!