Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ୱାମୀ ସ୍ତ୍ରୀଙ୍କୁ ହତ୍ୟା ଘଟଣା, ୮ ଜଣଙ୍କୁ ବାନ୍ଧିଲା ପୁଲିସ

by ସଞ୍ଜୟ ସ୍ୱାଇଁ
September 27, 2023
in Crime, State
ସ୍ୱାମୀ ସ୍ତ୍ରୀଙ୍କୁ ହତ୍ୟା ଘଟଣା, ୮ ଜଣଙ୍କୁ ବାନ୍ଧିଲା ପୁଲିସ
54
VIEWS
Share on FacebookShare on Twitter

ଗଜପତି, (ବାଘୁଆବାର୍ତ୍ତା): ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଘୋଡାପଙ୍କା ଗାଁରେ ଡବଲ ମର୍ଡର ଘଟଣାରେ ପୁଲିସ ୮ଜଣଙ୍କୁ ଗିରଫ କରିଛି। ଗତକାଲି ପୁଲିସ ଘଟଣାସ୍ଥଳରୁ ହତ୍ୟାରେ ବ୍ୟବହୃତ ଟାଙ୍ଗିଆ ଓ ଛୁରୀ ଜବତ କରିଛି। ସୋମବାର ଗୁଣି ଗାରେଡ଼ି ସନ୍ଦେହରେ କପିଳେନ୍ଦ୍ର ମଲ୍ଲିକ ଓ ତାଙ୍କ ସ୍ତ୍ରୀ ସସ୍ମିତା ମଲ୍ଲିକଙ୍କୁ ଗାଁର କିଛି ଯୁବକ ହତ୍ୟା କରିଥିଲେ। ପ୍ରଥମେ କପିଳେନ୍ଦ୍ରଙ୍କୁ ହତ୍ୟା କରିଥିଲେ। ପରେ ତାଙ୍କୁ ସ୍ତ୍ରୀ ଗାଁର ଯୁବକମାନେ ଗୋଡ଼େଇ ଗୋଡ଼େଇ ହାଣିଥିଲେ। ଘଟଣାସ୍ଥଳରେ ସସ୍ମିତାଙ୍କର ମୃତ୍ୟୁ ଘଟିଥିଲା। ପୁଲିସ ଏହି ଘଟଣାରେ ୧୬ ଜଣଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଥିବା ବେଳେ ୮ ଜଣଙ୍କୁ ଗିରଫ କରିଛି। ଗତ ଫେବୃୟାରୀ ମାସରେ ମଧ୍ୟ କପିଳେନ୍ଦ୍ରଙ୍କ ଉପରକୁ ଗୁଳିମାଡ ହୋଇଥିଲା। ଗୁଣିଗାରେଡି ସନ୍ଦେହରେ ତାଙ୍କ ଉପରକୁ ଗୁଣିମାଡ଼ ହୋଇଥିବା ଜଣାପଡ଼ିଥିଲା। କପିଳେନ୍ଦ୍ର ଗୁଣିଗାରେଡି କରନ୍ତି ବୋଲି ଗ୍ରାମବାସୀ ସନ୍ଦେହ କରୁଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!