Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନକଲି ପ୍ରମାଣ ପତ୍ର ଦେବା ଅଭିଯୋଗରେ ଆରଆଇଙ୍କ ସମେତ ୫ ଜଣଙ୍କୁ ବାନ୍ଧିଲା ପୁଲିସ

by ସଞ୍ଜୟ ସ୍ୱାଇଁ
September 29, 2023
in Crime, State
ନକଲି ପ୍ରମାଣ ପତ୍ର ଦେବା ଅଭିଯୋଗରେ ଆରଆଇଙ୍କ ସମେତ ୫ ଜଣଙ୍କୁ ବାନ୍ଧିଲା ପୁଲିସ
106
VIEWS
Share on FacebookShare on Twitter

ବରଗଡ଼, (ବାଘୁଆବାର୍ତ୍ତା): ଲାଞ୍ଚ ଦିଅ, ପ୍ରମାଣପତ୍ର ନିଅ । ଲାଞ୍ଚ ନେଇ ନକଲି ପ୍ରମାଣ ପତ୍ର ଦେବା ଅଭିଯୋଗରେ ବନ୍ଧା ହେଲେ ଆରଆଇ । ବରଗଡ଼ ଜିଲ୍ଲା ଭଟ୍ଲି ତହସିଲ ସୁକୁଡ଼ାର ରାଜସ୍ୱ ନିରୀକ୍ଷକ ବା ଆରଆଇଙ୍କ ସମେତ ୫ ଜଣଙ୍କୁ ଗିରଫ କରିଛି ଭଟଲି ପୁଲିସ । ଟଙ୍କା ନେଇ ନକଲି ଜାତିଗତ ପ୍ରମାଣପତ୍ର, ସ୍ଥାୟୀ ପ୍ରମାଣ ପତ୍ର, ଚରିତ୍ର ପ୍ରମାଣ ପତ୍ର ଦିଆ ଯାଇଥିବା ଅଭିଯୋଗ ହୋଇଥିଲା । ଏ ନେଇ ପୁଲିସ ଖୋଳତାଡ଼ କରିବା ପରେ ଆରଆଇ ସନ୍ଦୀପ ଶତପଥୀ, ଧୁମେରପାଲି ସରପଞ୍ଚ ମନୋରଞ୍ଜନ ଦୋରା ଏବଂ ଉତ୍ତରପ୍ରଦେଶର ବୀରପାଲ୍ ସିଂ, ବବଲେଶ କୁମାର ଓ ରବିକାନ୍ତଙ୍କୁ ଗିରଫ କରାଯାଇଛି । ସ୍ଥାୟୀ ବାସିନ୍ଦା, ଚରିତ୍ର ଓ ଜାତିଗତ ପ୍ରମାଣ ପତ୍ର ପାଇଁ ଉତ୍ତରପ୍ରଦେଶ କସଗଞ୍ଜ ଜିଲ୍ଲାର ତିନି ଜଣ ଯୁବକ ଭଟଲି ଥାନା ଅନ୍ତର୍ଗତ ସୁକୁଡ଼ାର ଆରଆଇ ଓ ସରପଞ୍ଚଙ୍କୁ ମୋଟା ଅଙ୍କର ଲାଞ୍ଚ ଦେଇଥିଲେ । ସରକାରୀ ଚାକିରି ପାଇଁ ଆବେଦନ କରିଥିବା ବେଳେ ଯାଂଚ ସମୟରେ ଧରାପଡ଼ିଥିଲେ । ଏହି ଘଟଣାର ତଦନ୍ତ କରି ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲଣ କରିଛି ଭଟଲି ପୁଲିସ । ଏ ନେଇ ଅଧିକ ଖୋଳତାଡ ଜାରି ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!