Monday, April 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦାୟିତ୍ୱ ଗ୍ରହଣ କଲେ ନୂଆ ସିଡିଏମ୍‌ଓ

by ସଞ୍ଜୟ ସ୍ୱାଇଁ
July 1, 2020
in Planning and Development
ଦାୟିତ୍ୱ ଗ୍ରହଣ କଲେ ନୂଆ ସିଡିଏମ୍‌ଓ
21
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ର ନୂଆ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ(ସିଡିଏମ୍‌ଓ) ଭାବେ ଡାକ୍ତର ରଂଜିତା ବିଶ୍ୱାଳ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି । ଡ. ଶ୍ୱେତ କୁମାର ମହାପାତ୍ର ଅବସର ଗ୍ରହଣ କରିବା ପରେ ଡ. ସୁଧାଶୁଂ ଷଡ଼ଙ୍ଗୀ ଦାୟିତ୍ୱରେ ରହିଥିଲେ । ଆଜି ଡା. ବିଶ୍ୱାଳ ଦାୟିତ୍ୱ ଗ୍ରହଣ କରିବା ପରେ ସେ ଜିଲ୍ଲା ବାସୀଙ୍କ ସ୍ୱାସ୍ଥ୍ୟ ସେବାକୁ ଗୁରୁତ୍ୱ ଦେବେ ବୋଲି ଆଶା କରାଯାଉଛି । ଏହା ପୂର୍ବରୁ ସେ ସୋନପୁର ଜିଲ୍ଲାରେ କାର୍ଯ୍ୟ କରୁଥିଲେ ।

Leave a Reply Cancel reply

Your email address will not be published. Required fields are marked *

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!