Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାଙ୍ଗର କାଠ ଫାଳିଆ ଆକ୍ରମଣରେ ସାଙ୍ଗ ମୃତ

by ସଞ୍ଜୟ ସ୍ୱାଇଁ
October 2, 2023
in Crime, State
ସାଙ୍ଗର କାଠ ଫାଳିଆ ଆକ୍ରମଣରେ ସାଙ୍ଗ ମୃତ
69
VIEWS
Share on FacebookShare on Twitter

ଝାରସୁଗୁଡା, (ବାଘୁଆବାର୍ତ୍ତା): ସାଙ୍ଗର କାଠ ଫାଳିଆ ଆକ୍ରମଣରେ ସାଙ୍ଗ ମୃତ । ଘଟଣା ଘଟିଛି ଝାରସୁଗୁଡା ଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ ବଞ୍ଜାରୀ ଗ୍ରାମରେ । ମୃତ ଜଣକ ବଞ୍ଜାରୀ ଗ୍ରାମର ବଳଦେବ ଚାନ୍ଦ । ବଳଦେବ ଆଜି ସକାଳେ ତାଙ୍କ ସାଙ୍ଗ ଚୈତନ୍ୟ ରାଉତଙ୍କ ସହ ଗାଁ ଦାଣ୍ଡରେ ବସି କଥା ହେଉଥିଲେ । କିଛି ସମୟ ପରେ ଉଭୟଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା । ଏଥିରେ ଉତ୍ୟକ୍ତ ହୋଇ ପାଖରେ ଥିବା ଏକ କାଠ ଫାଳିଆରେ ଚୈତନ୍ୟ ରାଉତ ବଳଦେବ ଚାନ୍ଦଙ୍କୁ ଆକ୍ରମଣ କରିଥିଲେ । ସ୍ଥାନୀୟ ଲୋକେ ଲଖନପୁର ପୋଲିସକୁ ଖବର ଦେବାସହ ବଳଦେବଙ୍କୁ ଲଖନପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ । ହେଲେ ସେଠାରେ ଡାକ୍ତର ବଳଦେବଙ୍କୁ ମୃତ ଘୋଷଣା କରିଛନ୍ତି । ପୋଲିସ ଘଟଣାସ୍ଥଳକୁ ପହଂଚି ଅଧିକ ତଦନ୍ତ ଆରମ୍ଭ କରିଛି l

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!