Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବସ୍‌ରେ ଗଞ୍ଜେଇ ଚାଲାଣ କରୁଥିଲେ ମହିଳା, ୯ ଜଣଙ୍କୁ ମାଡିବସିଲା ପୋଲିସ

by ସଞ୍ଜୟ ସ୍ୱାଇଁ
October 3, 2023
in Crime, State
ବସ୍‌ରେ ଗଞ୍ଜେଇ ଚାଲାଣ କରୁଥିଲେ ମହିଳା, ୯ ଜଣଙ୍କୁ ମାଡିବସିଲା ପୋଲିସ
173
VIEWS
Share on FacebookShare on Twitter

ଜି.ଉଦୟଗିରି, (ବାଘୁଆବାର୍ତ୍ତା): ପୋଲିସକୁ ସଫଳତା । ଚୋରାରେ ଗଞ୍ଜେଇ ଚାଲାଣ ବେଳେ ମାଡିବସିଲା ପୋଲିସ । ୯ ଜଣ ମହିଳାଙ୍କୁ ଗିରଫ ସହ ଚୋରାରେ ଚାଲାଣ ହେଉଥିବା ଗଞ୍ଜେଇକୁ ଜବତ କରିଛି ପୋଲିସ । ଖବର ଅନୁଯାୟୀ, ଫିରିଙ୍ଗିଆ ଅଞ୍ଚଳରେ ୯ଜଣ ମହିଳା ଗଞ୍ଜେଇ ନେଇ ଏକ ଘରୋଇ ବସ୍‌ରେ ବ୍ରହ୍ମପୁର ଅଭିମୁଖେ ଯାଉଥିଲେ । ଏନେଇ ଜି.ଉଦୟଗିରି ପୋଲିସ କୌଣସି ସୁତ୍ରରୁ ଖବର ପାଇ କଳିଙ୍ଗା ଘାଟି ନିକଟରେ ଚଢାଉ କରିଥିଲା । ଆଉ ସେହି ବସ୍‌ରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ସହ ୯ଜଣ ମହିଳାଙ୍କ ଅଟକ ରଖିଛି ପୋଲିସ। ଅଟକ ସମସ୍ତ ମହିଳା ଫିରିଙ୍ଗିଆ ଅଞ୍ଚଳର ବୋଲି ଜଣାପଡିଛି । ସେପଟେ ଏହି ଚୋରା କାରବାରରେ ଆଉ କିଏ କିଏ ସାମିଲ ଅଛନ୍ତି । ସେନେଇ ମଧ୍ୟ ଛାନ୍‌ଭିନ୍ କରୁଛି ପୋଲିସ । ଏହାସହିତ କେତେ ଦିନ ଧରି ଏହି ଗଞ୍ଜେଇ କାରବାରରେ ସାମିଲ ଥିଲେ । ସେନେଇ ମଧ୍ୟ ତଦନ୍ତ କରୁଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!