Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଆରଏସଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
October 4, 2023
in Crime, State
ଜିଆରଏସଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର
201
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ପଞ୍ଚାୟତ ଜିଆରଏସଙ୍କ କ୍ଷତବିକ୍ଷତ ମୃତ ଦେହ ଉଦ୍ଧାର । ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ ବୁରୁଝରି ପଞ୍ଚାୟତର କନିଆରିବାଡି ଠାରେ ଥିବା ଏକ କେନାଳରେ ପଡିଛି ଜିଆରଏସଙ୍କ ମୃତଦେହ । ମୃତ ଜିଆରଏସ ଜଣକ ହେଲେ ସୁଶୀଲ କୁମାର ମହାନ୍ତି । ସୁଶୀଲ ସାନ ଉସ୍ତାପଡା ପଞ୍ଚାୟତର ଜିଆରଏସ ଭାବେ କାର୍ଯ୍ୟରତ ଥିଲେ। ସୂଚନା ଅନୁସାରେ ଗତକାଲି ସୁଶୀଲଙ୍କୁ ରାତିରେ ହିଁ କେହି ହତ୍ୟା କରି କେନାଲ ପାଖରେ ଫିଙ୍ଗି ଦିଆଯାଇଥିବା ସନ୍ଦେହ କରାଯାଉଛି । କାରଣ ମୃତ ସୁଶୀଲଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଛି । ବର୍ତ୍ତମାନ ସୁଦ୍ଧା ହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ମୃତ ସୁଶୀଲଙ୍କ ପରିବାର ପକ୍ଷରୁ ଏନେଇ ଥାନାରେ ଅଭିଯୋଗ ହୋଇନାହିଁ । ସେପଟେ ଖବର ପାଇ ବେଗୁନିଆପଡା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!