Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦିଗପହଣ୍ଡି ବ୍ଲକ ଅଧ୍ୟକ୍ଷ ହେଲେ ଯମୁନା

by ସଞ୍ଜୟ ସ୍ୱାଇଁ
October 4, 2023
in Politics, State
ଦିଗପହଣ୍ଡି ବ୍ଲକ ଅଧ୍ୟକ୍ଷ ହେଲେ ଯମୁନା
243
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ଦିଗପହଣ୍ଡି ବ୍ଲକ ଅଧ୍ୟକ୍ଷା ହେଲେ ଯମୁନା ନାୟକ । କେହି ପ୍ରତିଦ୍ବନ୍ଦୀ ନଥିବାରୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି। ସେ ବମକେଇ ସମିତିସଭ୍ୟା ଭାବେ କାର‌୍ୟ୍ୟରତ । ଦିଗପହଣ୍ଡି ବ୍ଲକ ଅଧ୍ୟକ୍ଷା ଥିବା ବିଜେଡି ସମର୍ଥିତ ସୁନିତା ସେଠୀଙ୍କ ପରଲୋକ ପରେ ଉପ ନିର୍ବାଚନ ହୋଇଥିଲା। ପୂର୍ବରୁ ଅଗଷ୍ଟ ୩୧ ତାରିଖରେ ଉପ ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଥିଲା । କିନ୍ତୁ ଆଇନଶୃଙ୍ଖଳା ପାଇଁ ଶେଷ ମୁହୂର୍ତ୍ତରେ ଦିଗପହଣ୍ଡି ବ୍ଲକ ଅଧ୍ୟକ୍ଷା ଉପନିର୍ବାଚନକୁ ବନ୍ଦ କରାଯାଇଥିଲା । ନିର୍ବାଚନ ବନ୍ଦ ନିଷ୍ପତ୍ତିକୁ ବିରୋଧ କରି ଗୋଟିଏ ଗୋଷ୍ଠୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନିର୍ବାଚନ କମିଶନ ଅକ୍ଟୋବର ୪ ତାରିଖରେ ଉପନିର୍ବାଚନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!