Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସନ୍ଧ୍ୟା ହେଲେ ବିଦ୍ୟୁତ ସେବାରୁ ବିଛିନ୍ନ ହେଉଛି ଚାରି ଗାଁ

by ସଞ୍ଜୟ ସ୍ୱାଇଁ
October 4, 2023
in Feature News
ସନ୍ଧ୍ୟା ହେଲେ ବିଦ୍ୟୁତ ସେବାରୁ ବିଛିନ୍ନ ହେଉଛି ଚାରି ଗାଁ
181
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଦିନ ଯାକ ଅଘୋସିତ ବିଦ୍ୟୁତ କାଟ ଏବଂ ସନ୍ଧ୍ୟା ହେଲେ ବିଦ୍ୟୁତ ସେବାରୁ ବିଛିନ୍ନ ହେଉଛି ୪ ଗାଁ । ଏପରି ଅଭିଯୋଗ ଆସିଛି ଆଉକେଉଁଠୁ ନୁହେଁ ବରଂ ନୟାଗଡ ସଦର ମହକୁମାରୁ ମାତ୍ର ୧୦ କିଲୋମିଟର ଦୁର ଗମ୍ଭାରିଡିହିରୁ । ଗତ ୩୦ ତାରିଖରେ ଲଗାଣ ବର୍ଷା ପରେ ସ୍ଥାନୀୟ ଅଞ୍ଚଳରେ ଆରମ୍ଭ ହୋଇଛି ଏପରି ସମସ୍ୟା । ଗମ୍ଭାରିଡିହି ଗାଁର ୩ ଟି ସାହି ସମେତ କୃଷ୍ଣାଦେଇପୁର, ଚନ୍ଦ୍ରଶେଖରପୁର ଓ ଦେଉଳିରେ ଗାଁ ଲୋକ ଲଗାତର ୩ ଦିନ ସନ୍ଧ୍ୟାରୁ ସକାଳ ପର‌୍ୟ୍ୟନ୍ତ ବିଦ୍ୟୁତ ସେବାରୁ ବଞ୍ଚିତ ହେଇ ଆସୁଛନ୍ତି । ଦିନ ତମାମ ଅଘୋଷିତ ବିଦ୍ୟୁତ କାଟ ହେଉଥିବା ବେଳେ ସନ୍ଧ୍ୟା ହେବା ମାତ୍ରେ ବିଦ୍ୟୁତ ସେବା ବନ୍ଦ ହୋଇଯାଉଛି । ଯାହାକୁ ନେଇ ସାଧାରଣ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଥିବା ବେଳେ ଜନ ଆକ୍ରୋଷର ରୂପ ନେବାକୁ ଯାଉଥିବା ସାଧାରଣରେ ଅଭିଯୋଗ ହୋଇଛି । ଏ ଦିଗରେ ବିଦ୍ୟୁତ ବିଭାଗ ଦୃଷ୍ଟି ଦେବାକୁ ଦାବି ହେଉଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!