Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏଏସଆଇଙ୍କ ମୃତ୍ୟୁର ଆସିଲା ପୋଷ୍ଟମର୍ଟମ ରିପୋର୍ଟ

by ସଞ୍ଜୟ ସ୍ୱାଇଁ
October 9, 2023
in Crime, State
ଏଏସଆଇଙ୍କ ମୃତ୍ୟୁର ଆସିଲା ପୋଷ୍ଟମର୍ଟମ ରିପୋର୍ଟ
135
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ରାଉରକେଲା ଉଦିତନଗର ଥାନା ମହିଳା ଏଏସଆଇଙ୍କ ମୃତ୍ୟୁର ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ଗୋଷ୍ଠୀ ସଂଘର୍ଷକୁ ଆୟତ୍ତ କରିବାକୁ ଯାଇଥିବାବେଳେ ଏଏସଆଇ ଅଲିସା ଲୁଗୁନୁଙ୍କ ମୃତ୍ୟୁ ହୋଇଥିଲା। ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଛନ୍ତି ମୃତ ଅଲିସାଙ୍କ ପରିବାର। ଏନେଇ ଉଦିତନଗର ଥାନାରେ ଏକ ହତ୍ୟା ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ ତଦନ୍ତ ପାଇଁ ଜଣେ ସବଇନସ୍ପେକ୍ଟରଙ୍କୁ ସ୍ବତନ୍ତ୍ର ଭାବେ ନିର୍ଦ୍ଦେଶ ଦେଇଥିଲେ ରାଉରକେଲା ଏସପି । ଦୁର୍ଘଟଣାସ୍ଥଳରେ ଡ୍ୟୁଟି ବେଳେ ଅଲିସାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!