Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଳାକନା ବୁଲାଇଲେ ଦୁର୍ବୃତ୍ତ, ଲୁଟିନେଲେ ୨୫ ଭରି ସୁନା

by ସଞ୍ଜୟ ସ୍ୱାଇଁ
October 10, 2023
in Crime, State
କଳାକନା ବୁଲାଇଲେ ଦୁର୍ବୃତ୍ତ, ଲୁଟିନେଲେ ୨୫ ଭରି ସୁନା
79
VIEWS
Share on FacebookShare on Twitter

ଖଲ୍ଲିକୋଟ, (ବାଘୁଆବାର୍ତ୍ତା): ଝରକା ଭାଙ୍ଗି ନେଇଗଲେ ୨୫ ଭରି ସୁନା । ଛତ୍ରପୁର ଥାନା ତୁଳସୀ ନଗର ଚତୁର୍ଥ ଲାଇନ କିଶୋର ଚନ୍ଦ୍ର ଗୌଡ଼ଙ୍କ ଘରୁ ଚୋରି । ୨୫ ଭରି ସୁନା ସହ ୪୦ ହଜାର ଟଙ୍କା ସହ ରୂପା ଅଳଙ୍କାର ଚୋରି ହୋଇଛି । ଛତ୍ରପୁର ଥାନା ଅନ୍ତର୍ଗତ ତୁଳସୀ ନଗର ୪ର୍ଥ ଲାଇନ ନିବାସୀ କିଶୋର ଚନ୍ଦ୍ର ଗୌଡ଼ଙ୍କ ଘରୁ ବଡ଼ ଧରଣର ଚୋରି ହୋଇଛି । ସୋମବାର ବିଳମ୍ବିତ ରାତିରେ ଦୁର୍ବତ୍ତମାନେ ଘରର ଲୁହା ଝରକା ତାଡି ଘରେ ପଶି ୨୫ ଭରି ସୁନା,୪୦ ଭରି ରୂପା , ନଗଦ ୨୫ ହଜାର ଟଙ୍କା ଓ ଏଟିଏମ, ଆଧାର କାର୍ଡ ସମେତ ଆନ୍ୟନ୍ୟ କାଗଜପତ୍ର ଚୋରୀ କରି ନେଇଯାଇଛନ୍ତି । ଏ ନେଇ ସେ ମଙ୍ଗଳବାର ସକାଳେ କିଶୋର ଏହି ଘଟଣା ସମ୍ପର୍କରେ ଜାଣିବା ପରେ ଛତ୍ରପୁର ଥାନାରେ ଅଭିଯୋଗ କରିଛନ୍ତି । ଏହାର ସୂଚନା ପାଇ ଘଟଣା ସ୍ଥଳରେ ଛତ୍ରପୁର ଥାନା ପୋଲିସ ପହଁଚି ସରଜମିନ ତଦନ୍ତ ଆରମ୍ଭ କରିଛନ୍ତି । ଏହା ସହିତ ବିଭିନ୍ନ ସ୍ଥାନରେ ଲାଗିଥିବା ସିସିଟିଭି ଫୁଟେଜ ଯାଞ୍ଚ କରୁଛି । ପୋଲିସ ଘରେ ଭିତରେ ସ୍ୱାମୀ ଓ ସ୍ତ୍ରୀ ଅନ୍ୟ ଏକ ରୁମ୍‌ରେ ଶୋଇଥିଵା ବେଳେ ଅନ୍ୟ ରୁମରେ ଥିବା ଆଲମିରାକୁ ତାଡି ସୁନା ରୁପା ଓ ଟଙ୍କା ନେବାରେ ସଫଳ ହୋଇଥିଲେ । ପୁଅ ଓ ଝିଅ ବାହାରେ ରହୁଥିବାରୁ ଘରେ କେବଳ ସ୍ୱାମୀ ଓ ସ୍ତ୍ରୀ ରହୁଥିଲେ ଏହାର ସୁଯୋଗ ନେଇ ଦୃର୍ବତ୍ତ ମାନେ ଚୋରି କରିଥିଲେ । ଛତ୍ରପୁର ଥାନା ଅଂଚଳରେ ବିଗତ କିଛି ମାସ ମଧ୍ୟ୍ୟରେ ବହୁ ଚୋରି ଘଟଣା ଘଟିଥିଲେ ବି ସେମାନଙ୍କ ଟେର ପାଇବାରେ ବିଫଳ ହୋଇଛି ପୋଲିସ । ଏଣୁ ପୋଲିସ ରାତି ସମୟରେ ପେଟ୍ରୋଲିଂକୁ କଡା କଡିକରିବା ନିମନ୍ତେ ଦାବି କରିଛନ୍ତି ଅଂଚଳବାସୀ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!