Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଡୋଶୀଙ୍କ ଘରେ ଝିଅକୁ ଛାଡି ଭୁବନେଶ୍ୱର ଆସିଥିଲେ ଦମ୍ପତି, ଫେରିଲା ପରେ ଦେଖିଲେ ଝିଅ ଝୁଲୁଛି, ଆଣିଲେ ହତ୍ୟା ଅଭିଯୋଗ

by ସଞ୍ଜୟ ସ୍ୱାଇଁ
October 12, 2023
in Crime, State
ପଡୋଶୀଙ୍କ ଘରେ ଝିଅକୁ ଛାଡି ଭୁବନେଶ୍ୱର ଆସିଥିଲେ ଦମ୍ପତି, ଫେରିଲା ପରେ ଦେଖିଲେ ଝିଅ ଝୁଲୁଛି, ଆଣିଲେ ହତ୍ୟା ଅଭିଯୋଗ
264
VIEWS
Share on FacebookShare on Twitter

ଉଦଳା, (ବାଘୁଆବାର୍ତ୍ତା): ନୃଶଂସ ପାଲଟି ଗଲାଣି ମଣିଷ। ସାମାନ୍ୟ ଗେଣ୍ଡୁ ଗଛ ପାଇଁ ନାବାଳିକାଙ୍କୁ ହତ୍ୟା କରି ଟାଙ୍ଗି ଦେଇଥିବା ଅଭିଯୋଗ । ଏଭଳି ଅଭିଯୋଗ ଆଣିଛନ୍ତି ନାବାଳିକାଙ୍କ ମା ସୀତା ହାଁସଦା। ମୟୂରଭଞ୍ଜ ଉଦଳା ଭାଲୁହୁରୁଡା ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି । ଏନେଇ ସୀତା ଥାନାରେ ଅଭିଯୋଗ କରିବା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁସାରେ ଗତକାଲି ୧୨ ବର୍ଷର ଝିଅକୁ ପଡୋଶୀଙ୍କ ଘରେ ଛାଡି ଭୁବନେଶ୍ୱର ଆସିଥିଲେ ସୀତା ହାଁସଦା ଏବଂ ତାଙ୍କ ସ୍ୱାମୀ। ଭୁବନେଶ୍ୱର ଆସିବା ପରେ ପଡୋଶୀ ସୀତାଙ୍କୁ ଫୋନ କରି ତାଙ୍କ ଝିଅ ଗେଣ୍ଡୁ ଗଛ ଚୋରି କରିଛି ବୋଲି କହିଥିଲେ । କିନ୍ତୁ ରାତିରେ ସୀତା ଆସି ପହଞ୍ଚିବା ପରେ ଝିଅ ବେକରେ ଏକ ଓଢଣୀ ଲଗାଇ ଝୁଲିଥିବା ଦେଖିବାକୁ ପାଇଥିଲେ। ଝିଅ ଶରୀରରେ ବିଭିନ୍ନ ସ୍ଥାନରେ କ୍ଷତଚିହ୍ନ ମଧ୍ୟ ରହିଛି । ଗେଣ୍ଡୁ ଗଛ ଚୋରି କରିବାରୁ ପଡୋଶୀ ହତ୍ୟା କରି ଟାଙ୍ଗି ଦେଇଥିବା ଅଭିଯୋଗ କରିଛନ୍ତି ସୀତା । ଏନେଇ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!