Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶିଶୁ ସୁରକ୍ଷା କମିଟିର ସଦସ୍ୟ ସୌଦାମିନୀଙ୍କୁ ଘରେ ପଶି ହତ୍ୟା କରିଥିଲା ଡ୍ରାଇଭର, ପର୍ଦ୍ଦାଫାସ କଲା ପୁଲିସ

by ସଞ୍ଜୟ ସ୍ୱାଇଁ
October 12, 2023
in Crime, State
ଶିଶୁ ସୁରକ୍ଷା କମିଟିର ସଦସ୍ୟ ସୌଦାମିନୀଙ୍କୁ ଘରେ ପଶି ହତ୍ୟା କରିଥିଲା ଡ୍ରାଇଭର, ପର୍ଦ୍ଦାଫାସ କଲା ପୁଲିସ
200
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ବ୍ରହ୍ମପୁର ନୀଳକଣ୍ଠନଗରରେ ଘରେ ପଶି ମହିଳାଙ୍କୁ ହତ୍ୟାର ପର୍ଦ୍ଦାଫାସ । ଘର ଡ୍ରାଇଭର ହତ୍ୟାକାରୀ। ଘର ଭିତରେ ପଶି ମାଲିକାଣୀଙ୍କୁ ହତ୍ୟା କରିଥିଲା ଡ୍ରାଇଭର। ଏନେଇ ବ୍ରହ୍ମପୁର ଏସଡିପିଓ ସୂଚନା ଦେଇଛନ୍ତି। ଗଞ୍ଜାମ ଜିଲ୍ଲା ଗୋଷାଣୀ ନୂଆଗାଁ ଥାନା ନୀଳକଣ୍ଠ ନଗରରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ସୌଦାମିନୀ ରଥ । ସେ ଶିଶୁ ସୁରକ୍ଷା କମିଟିର ଜଣେ ସଦସ୍ୟ ଥିଲେ। ଗତକାଲି ବିଳମ୍ବିତ ରାତିରେ ଘରେ ଏକୁଟିଆ ଥିଲେ ସୌଦାମିନୀ । କାହା ସହ ମୋବାଇଲ ଫୋନରେ କଥା ହେଉଥିବା ବେଳେ ଡ୍ରାଇଭର ଆକ୍ରମଣ କରିଥିଲା। ଡ୍ରାଇଭରକୁ ଅଟକ ରଖି ଅଧିକ ଖୋଳତାଡ କରୁଛି ଗୋଷାଣୀ ନୂଆଗାଁ ଥାନା ପୋଲିସ । ତେବେ କଣ ପାଇଁ ମାଲିକାଣୀଙ୍କ ହତ୍ୟାକାରୀ ସାଜିଲା ଡ୍ରାଇଭର ସେନେଇ ତନାଘନା ଜାରି ରହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!