Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖଣି ମାଫିଆଙ୍କ ଆକ୍ରମଣରେ ତହସିଲ କର୍ମଚାରୀ ଗୁରୁତର, ଥାନାରେ ମାମଲା

by ସଞ୍ଜୟ ସ୍ୱାଇଁ
October 12, 2023
in Crime, Nayagarh, State
ଖଣି ମାଫିଆଙ୍କ ଆକ୍ରମଣରେ ତହସିଲ କର୍ମଚାରୀ ଗୁରୁତର, ଥାନାରେ ମାମଲା
428
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ରଣପୁର ନିର୍ବାଚନ ମଣ୍ଡଳୀ ଚାନ୍ଦପୁର ଥାନା ଅଞ୍ଚଳରେ ଅଘଟଣ । ମାଙ୍କଡା ପଥର ଖଣି ଖନନ ଉପରେ ରଣପୁର ତହସିଲ ପକ୍ଷରୁ ଚଢ଼ଉ କରାଯାଉଥିବା ବେଳେ ୪ ରାଜସ୍ୱ ନିରିକ୍ଷକଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ରଣପୁର ତହସିଲଦାର ରବିନ ଚର୍ଚିଲ ମିଶ୍ରଙ୍କ ତତ୍ତ୍ୱାବଧାନରେ ୩ ଟିମ ଗଠନ କରାଯାଇ ବିଭିନ୍ନ ବେଆଇନ ଖଣି ଉପରେ ତଦାରଖ କରାଯାଇଥିଲା । ଶ୍ରୀ ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ଚାନ୍ଦପୁର ଥାନା ଅଧିନସ୍ଥ ମୟୁରଝାଲିଆ ନିକଟସ୍ତ ବୋକାଖାଇ ଅଞ୍ଚଳର ବେଆଇନ ଖଣି ଖନନ ଚାଲିଥିବାବେଳେ କାଲି ରାତିରେ ସେହି ଖଣି ଉପରେ ଏକ ଟିମ୍ ଚଢ଼ାଉ କରିଥିଲା ।

ସେହି ଟିମରେ ଝାଡପଡ଼ା ଆରଆଇ ରମାକାନ୍ତ ବେହେରା, ରାଇପଡା ଆରଆଇ ରାକେଶ ରଞ୍ଜନ ସେଠୀ, ଚାନ୍ଦପୁର ଆରଆଇ ସରୋଜ କୁମାର ସାହୁ ଏବଂ ରାଜସୁନଖେଳ। ଆରଆଇ ସୁକାନ୍ତ ମାଝିଙ୍କୁ ୨୦ରୁ ୨୫ଜଣ ଖଣି ମାଫିଆମାନେ ସାମିଲ ହୋଇ ମରଣାନ୍ତକ ଆକ୍ରମଣ କରିଥିଲେ । ତେବେ ତହସିଲଦାର ଶ୍ରୀ ମିଶ୍ର ଖବର ପାଇ ପୋଲିସ କୁ ଖବର ଦେଇ ସେଠାରେ ଏକ ଟିମ ନେଇ ସମସ୍ତ କର୍ମଚାରୀଙ୍କୁ ଚାନ୍ଦପୁର ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ । ଏହି ଆକ୍ରମଣରେ ରାଜସ୍ୱ ନିରୀକ୍ଷକ ରମାକାନ୍ତ ବେହେରା ଙ୍କ ଅବସ୍ଥା ଗୁରୁତ୍ଵ ହେବାପରେ ତାଙ୍କୁ ଭୁବନେଶ୍ୱର କୁ ସ୍ଥାନାନ୍ତର କରାଯାଇଛି । ତହସିଲଦାର ଶ୍ରୀଯୁକ୍ତ ମିଶ୍ର ଚାନ୍ଦପୁର ଥାନାରେ ଏକ ଲିଖିତ ଅଭିଯୋଗ ପରେ ଚାନ୍ଦପୁର ପୋଲିସ ର କାର୍ଯାନୁଷ୍ଠାନକୁ ଅପେକ୍ଷା କରିଛନ୍ତି ଅଞ୍ଚଳବାସୀ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!