Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦିନ ଦ୍ୱିପ୍ରହରେ ସିକ୍ୟୁରିଟିକୁ ହାଣି ପକାଇଲେ ଦୁର୍ବୁତ୍ତ

by ସଞ୍ଜୟ ସ୍ୱାଇଁ
October 18, 2023
in Crime, State
ଦିନ ଦ୍ୱିପ୍ରହରେ ସିକ୍ୟୁରିଟିକୁ ହାଣି ପକାଇଲେ ଦୁର୍ବୁତ୍ତ
90
VIEWS
Share on FacebookShare on Twitter

ଭୁବ‌ନେଶ୍ୱର, (ବାଘୁଆବାର୍ତ୍ତା): ଅପରାଧୀଙ୍କ ଚରାଭୂଇଁ ପାଲଟିଛି ଭୁବ‌ନେଶ୍ୱର। କଥାକଥାକେ ଗୁଳି ଫୁଟୁଛି, ଖଣ୍ଡାକାତି ବୁଲୁଛି। ଦିନ ଦି’ପହର ହେଉ କି ରାତି, ଜନଗହଳିପୂର୍ଣ୍ଣ ସ୍ଥାନ ହେଉ ଅବା ଶୂନ୍‌ଶାନ୍ ଜାଗା ଅପରାଧ ଘଟାଇବାକୁ ତିଳେ ମାତ୍ର ଭୟ କିମ୍ବା ସଂକୋଚ କରୁନାହାନ୍ତି ଅପରାଧୀ। ଗତକାଲି ରାତିରେ ରାଚଧାନୀ ଭୁବନେଶ୍ୱରରେ ଲୁଟ୍ ଉଦ୍ଦେଶ୍ୟରେ ଆସି ଜଣେ ସିକ୍ୟୁରିଟି ଗାର୍ଡଙ୍କୁ ହାଣି ପକାଇଥିବା ଅଭିଯୋଗ ହୋଇଛି। ଘଟଣା ଘଟିଛି ପୁରୀ ବାଇପାସ୍ ରୋଡର ମଙ୍ଗରାଜ ପଏଣ୍ଟରେ ଏକ ଅଟୋ ସୋରୁମରେ। ଆହତ ସିକ୍ୟୁରିଟି ଗାର୍ଡଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ଗତକାଲି ବିଳମ୍ବିତ ରାତିରେ ସୋ’ ରୁମରେ କିଛି ଲୁଟେରା ଲୁଟ୍ ଉଦ୍ଦେଶ୍ୟରେ ପଶିଥିଲେ। ସେଠାରେ ଥିବା ସିକ୍ୟୁରିଟି ଗାର୍ଡଙ୍କୁ ହାଣି ପକାଇଥିଲେ। ଲୁଟ୍ ଉଦ୍ଦେଶ୍ୟରେ ଆସି ଲୁଟେରାମାନେ ବିଫଳ ହେବାରୁ ଆକ୍ରମଣ କରିଥିବା ସନ୍ଦେହ କରାଯାଉଛି। ପୁଲିସ ଘଟଣାର ତଦନ୍ତ କରୁଛି। ପାର୍ବଣ ପାଖେଇ ଆସୁଥିବାରୁ ରାଜଧାନୀରେ କମିଶନରେଟ୍ ପୁଲିସ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଛି। ଏହା ଭିତରେ ଅପରାଧୀମାନେ ଗୋଟିଏ, ଗୋଟିଏ କାଣ୍ଡ ଘଟାଇ ପୁଲିସକୁ ଖୋଲା ଚାଲେଞ୍ଜ ଦେଉଛନ୍ତି ଅପରାଧୀ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!