Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହିଳାଙ୍କୁ ଦୁଷ୍ମର୍ମ ଘଟଣା, ଅଭିଯୁକ୍ତକୁ ୧୦ ବର୍ଷ ଜେଲଦଣ୍ଡ

by ସଞ୍ଜୟ ସ୍ୱାଇଁ
October 18, 2023
in Crime, Nayagarh, State
ଗ୍ରାହକଙ୍କୁ ଠକିବା ଓ ମାନସିକ ନିର୍ୟାତନା ଦେବା ମହଙ୍ଗା ପଡ଼ିଛି ରାଜଧାନୀର ଏକ କାର୍‌ ସୋ ରୁମ୍‌କୁ
203
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଅତିରିକ୍ତ ଜିଲ୍ଲା ଓ ଦୌରାଜଜ ଲିଲି ସେନାପତି ଏକ ଦୁଷ୍କର୍ମ ମାମଲାର ବିଚାର କରି ଅଭିଯୁକ୍ତ ରିଙ୍କୁ ରାଜକିଶୋର ସେଠୀକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ସହ ୫ ହଜାର ଜରିମାନା ଆଦେଶ ଦେଇଛନ୍ତି । ଅଭିଯୁକ୍ତ ଜଣଙ୍କ ନୟାଗଡ଼ ଜିଲ୍ଲା ନୂଆଗାଁ ଲୁଣିସର ଗ୍ରାମର ଜଳେଶ୍ୱର ସେଠୀଙ୍କ ପୁଅ ବୋଲି ଜଣାଯାଇଛି । ୨୦୨୨ ମସିହା ଫେବୃୟାରୀ ୨୩ ତାରିଖ ମଧ୍ୟାହ୍ନରେ ମହିଳାଙ୍କୁ ଏକୁଟିଆ ପାଇ ଦୁଷ୍କର୍ମ କରିଥିଲା ଏବଂ ବିଭିନ୍ନ ଧମକ ଦେଇ ଘଟଣା ବିଷୟରେ ବାହାରେ ପ୍ରଘଟ ନକରିବାକୁ କହିଥିଲା। ପିଡିତା ମହିଳା ଏନେଇ ଶାଶୁ ଘର ଲୋକଙ୍କୁ ଅବଗତ କରିବା ପରେ କେହି ଗୁରୁତ୍ୱ ଦେଇନଥିଲେ । ଫଳରେ ମହିଳା ଘଟଣା ବିଷୟରେ ନିଜ ବାପଘରକୁ ଫୋନ ଯୋଗେ ଜଣାଇ ପରେ ଗ୍ରାମବାସୀଙ୍କୁ ଜଣାଇଥିଲା । ଗ୍ରାମରେ ଏ ବିଷୟରେ କିଛି ସମାଧାନ ନ ହେବାରୁ ଶେଷର ବାଧ୍ୟ ହୋଇ ପିଡିତା ନୂଆଗାଁ ଥାନାରେ ଏତଲା କରିଥିଲା । ନୂଆଗାଁ ଥାନା ପୁଲିସ ଘଟଣା ତଦନ୍ତ କରି ଅଭିଯୁକ୍ତ ବିରୋଧରେ ଚାର୍ଜସିଟ କଲା । ଏହି ଘଟଣାର ବିଚାର ପରେ ଆସାମୀ ରିଙ୍କୁ ସେଠୀକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ସହିତ ୫ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି । ଜରିମାନା ଅନାଦେୟ ୧ ବର୍ଷ ଅଧିକ ଜେଲଦଣ୍ଡ ଆଦେଶ ଶୁଣାଇଛନ୍ତି । ଏହି ମାମଲାକୁ ସରକାରଙ୍କ ପକ୍ଷରୁ ଆଇନଜୀବୀ ଅମିୟ ପଟ୍ଟନାୟକ ପରିଚାଳନା କରୁଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!