Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାଲିଆ ସାହିରେ ଚଢାଉ, ୧୫ ଗିରଫ

by ସଞ୍ଜୟ ସ୍ୱାଇଁ
October 20, 2023
in Crime, State
ସାଲିଆ ସାହିରେ ଚଢାଉ, ୧୫ ଗିରଫ
356
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପାର୍ବଣ ପୂର୍ବରୁ ଆକ୍ସମ ମୋଡରେ ଅବକାରୀ ବିଭାଗ । ପୂଜା ପାଇଁ ପ୍ରସ୍ତୁତ ହେଉଥିବା ମଦ ଉପରେ ଛାପା ମାରିଛି ଅବକାରୀ ଥାନା । ସାଲିଆ ସାହୀରେ ଚାଲିଥିଲା ଦଶହରା ପାଇଁ ସ୍ପେଶାଲ ମଦ ରନ୍ଧା । ଚଢାଉ କରି ଶହ ଶହ ଲିଟର ମଦ ନଷ୍ଟ କରିଛି ଅବକାରୀ ବିଭାଗ । ଏଥି ସହ ମଦ ପ୍ରସ୍ତୁତ ପାଇଁ ସମସ୍ତ ସାମଗ୍ରୀ ଜବତ କରିଛି । ୧୦ ହଜାର ଲିଟର ପୋଚ ସହ, ୧ ହଜାର ଲିଟର ଦେଶୀ ମଦ ଜବତ କରିଛି ଅବକାରୀ ଥାନା । ଭୁବନେଶ୍ୱର ଅବକାରୀ ଥାନା ପକ୍ଷରୁ ଆଇଆଇସି ବିକାଶ ନାୟକଙ୍କ ନିର୍ଦ୍ଦେଶରେ ଏହି ଚଢାଉ କରାଯାଇ ୧୫ ଜଣଙ୍କୁ ଗିରଫ କରିଛି ଅବକାରୀ ଥାନା । ଆଜି ସେମାନଙ୍କୁ କୋର୍ଟଚାଲାଣ କରାଯିବ । ପାର୍ବଣ ସମୟରେ ଦେଶୀ ମଦ ଡିମାଣ୍ଡକୁ ଦୃଷ୍ଟିରେ ରଖି ଏତେ ପରିମାଣରେ ମଦ ପ୍ରସ୍ତୁତ କରାଯାଉଥିବା ଅଭିଯୁକ୍ତ ସ୍ୱୀକାର କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!